ଫୁଲର ନାଁ ଐଶ୍ୱର୍ଯ୍ୟା ରାୟ, ଜାଣନ୍ତୁ କାହିଁକି

ମୁମ୍ବାଇ: ପୂର୍ବତନ ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟବଚ୍ଚନଙ୍କୁ ପ୍ରଶଂସକ ଖୁବ୍‌ ଭଲ ପାଆନ୍ତି। ଖାଲି ଦେଶରେ ନୁହେଁ, ବିଦେଶରେ ମଧ୍ୟ ଐଶ୍‌ଙ୍କ ଲୋକପ୍ରିୟତା ରହିଛି। ଖାସ୍‌ ଏଥିପାଇଁ ନେଦରଲାଣ୍ଡର କୁକେନହଫ୍‌ ଗାର୍ଡେନରେ ଏକ ଫୁଲର ନାମ ଐଶ୍ୱର୍ଯ୍ୟା ରାୟ ଦିଆଯାଇଛି। ଏହା ବ୍ୟତୀତ ଐଶ୍‌ ପ୍ରଥମ ଭାରତୀୟ ମହିଳା ଯାହାଙ୍କୁ କି ବିଦେଶରେ ଓପ୍ରା ଓ୍ବିନ୍‌ଫ୍ରେଙ୍କ ଶୋ’ଙ୍କୁ ଡକାଯାଇଥିଲା।

ଐଶ୍ୱର୍ଯ୍ୟା ଯେତେବେଳେ ନବମ ଶ୍ରେଣୀରେ ପଢୁଥିଲେ ତାଙ୍କୁ ପ୍ରଥମଥର କ୍ୟାମେଲିନ୍‌ ପେନ୍‌ସିଲ୍‌ର ଆଡ୍‌ ଫିଲ୍ମରେ ଅଫର ଆସିଥିଲା। ସେ ମୁମ୍ବାଇରେ ଆର୍କିଟେକ୍ଚରରେ ପାଠପଢ଼ା ଆରମ୍ଭ କରିଥିଲେ। ମାତ୍ର ମଡେଲିଂରେ କ୍ୟାରିୟର ଆରମ୍ଭ କରିବାରୁ ଅଧାରୁ ପାଠପଢ଼ା ଛାଡ଼ି ଦେଇଥିଲେ। ୧୯୯୩ରେ ପେପ୍‌ସୀ ଆଡ୍‌ରୁ ତାଙ୍କୁ ସ୍ବତନ୍ତ୍ର ପରିଚୟ ମିଳିଥିଲା। ୧୯୯୪ରେ ମିସ୍‌ ଓ୍ବାଲର୍‌ଡ ହୋଇଥିଲେ।

ଐଶ୍ୱର୍ଯ୍ୟା ବିଶ୍ୱସୁନ୍ଦରୀ ସତ ମାତ୍ର ଫିଲ୍ମକୁ ଆସିବା ପାଇଁ ତାଙ୍କୁ ବହୁତ ସଂଘର୍ଷ କରିବାକୁ ପଡ଼ିଥିଲା। ତାଙ୍କୁ ସିଧା ବଲିଉଡ୍‌ରେ ଏଣ୍ଟ୍ରି ମିଳି ନ ଥିଲା। ୧୯୯୭ରେ ସେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଏକ ସାଉଥ୍‌ ଫିଲ୍ମ ‘ଇରୁବର’ରୁ ସେ ତାଙ୍କର ଯାତ୍ରା ଆରମ୍ଭ କରିଥିଲେ। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ ମଣିରତ୍ନମ। ଏହିବର୍ଷ ହିଁ ସେ ବଲିଉଡ୍‌ ଫିଲ୍ମ ‘ପ୍ୟାର୍‌ ହୋ ଗୟା’ରେ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri