ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରିର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ।
ସୂଚାନଯୋଗ୍ୟ ଯେ, ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି। ଚଳିତ ବର୍ଷ ରାଜ୍ୟ ସରକାର ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛନ୍ତି। ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମକୁ ମୟୂରଭଞ୍ଜ ମହାରାଜାଙ୍କ ନାମରେ ନାମିତ କରିବାକୁ ଜିଲା କମିଟି ପକ୍ଷରୁ ବିଜେଡି ରାଜ୍ୟ ପରିଷଦ ବୈଠକରେ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଗ୍ରହଣ କରିବା ସହ ତୁରନ୍ତ କାର୍ଯ୍ୟକାରୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ: ଫେରାର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଇନଫୋସିଟି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ...

‘ଦୁଇ ସପ୍ତାହରେ ପିକ୍‌ ଛୁଇଁପାରେ କରୋନା’

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଜୁଲାଇ ମାସରେ ସଂକ୍ରମଣ ରୋକିବାକୁ ସତର୍କତା ଅବଲମ୍ବନ କରିବା ଜରୁରୀ। ବଢୁଥିବା ସଂକ୍ରମଣ ଆଉ ଦୁଇ...

ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୯।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାରେ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ପ୍ରାୟ ୪୬ ହଜାର...

ଆଜି ରାଜ୍ୟରେ ୨୦୦ ପାର୍‌ କଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା...

‘ଆୟୁଷ୍ମାନ ଭାରତ’ ଯୋଜନାକୁ ନେଇ ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବା ବନ୍ଦ କରନ୍ତୁ’

ଭୁବନେଶ୍ୱର,୧ା୨(ବ୍ୟୁରୋ): ୨୦୨୩-୨୪ରେ କେନ୍ଦ୍ର ସରକାର ଆଣିଥିବା ବଜେଟକୁ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ର ସରକାର କିଛି କ୍ଷେତ୍ରରେ...

ଛାତ୍ରୀଙ୍କୁ ପୋଡ଼ି ମାରିବା ଉଦ୍ୟମ ଘଟଣା: ୨ ଅଟକ

କଟକ ଅଫିସ, ୨୭।୨: କଟକ ମାନସିଂପାଟଣା ମସ୍ତରାମ ମଠ ଗଳିରେ ଜଣେ କଲେଜ ଛାତ୍ରୀଙ୍କୁ ହାତଗୋଡ଼ ବାନ୍ଧି ପୋଡ଼ି ମାରିବାକୁ ଉଦ୍ୟମ ଘଟଣାରେ ଲାଲବାଗ ପୋଲିସ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ ଆକ୍ରାନ୍ତ; ସର୍ବାଧିକ ଗଞ୍ଜାମର

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୬୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ଆରୋଗ୍ୟ ସଂଖ୍ୟା ୯୮୬୪କୁ...

ପାର୍ବଣ ଲାଗି ଆସିବ ନୂଆ ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଭୟ ଓ ଆଶଙ୍କା ଲାଗି ରହିଥିବାବେଳେ ଆଗକୁ ଆସୁଛି ପାର୍ବଣ। ରାଜ୍ୟରେ ପାର୍ବଣ ଭିଡ଼ ଅଧିକ ରହୁଥିବାରୁ...

Advertisement
Archives

Model This Week