ନେମ୍‌ପ୍ଲେଟ୍‌କୁ ନେଇ ବାସ୍ତୁ

ନେମ୍‌ପ୍ଲେଟ୍‌ ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ ହିଁ ପଡେ। ତେବେ ଜାଣନ୍ତି କି ନେମ୍‌ପ୍ଲେଟ୍‌ ଲଗାଇବାକୁ ନେଇ ବି ରହିଛି କିଛି ବାସ୍ତୁ ଟିପ୍ସ। ଜାଣନ୍ତୁ ସେ ସମ୍ପର୍କରେ…
* ବାସ୍ତୁଶାସ୍ତ୍ର ଅନୁଯାୟୀ, ପ୍ରତ୍ୟେକ ଘରର ମାଲିକଙ୍କୁ ତାଙ୍କ ଦାଣ୍ଡ ଦୁଆରେ ନେମ୍‌ପ୍ଲେଟ୍‌ ଲଗାଇବା ନିହାତି ଆବଶ୍ୟକ। କାରଣ ଏହା ଏକ ସମ୍ମାନର କଥା। ମଥାରେ ଟିକା ଲଗାଇବା ଯେମିତି ଶୁଭ, ଦାଣ୍ଡଦୁଆରେ ନେମ୍‌ପ୍ଲେଟ୍‌ ଲଗାଇବା ମଧ୍ୟ ସେମିତି ଶୁଭ।
* ମୁଖ୍ୟଦ୍ୱାର କିମ୍ବା ତାକୁ ଲାଗି ରହିଥିବା କବାଟରେ ନେମ୍‌ପ୍ଲେଟ୍‌ ଲଗାଇବା ଦ୍ୱାରା ଘରର ସମୃଦ୍ଧି ହୋଇଥାଏ।
* ନେମ୍‌ପ୍ଲେଟ୍‌ରେ ଲେଖା ଯାଇଥିବା ନାମ ଯେତେ ସ୍ପଷ୍ଟ ଦେଖାଯାଉଥିବ ସେତେ ଭଲ। ଅତି କମ୍‌ରେ ଦୁଇ/ତିନି ଫୁଟ ଦୂରତାରୁ ଏହାକୁ ଯେମିତି ପଢି ହେଉଥିବ ସେଥିପ୍ରତି ନଜର ଦେବା ଆବଶ୍ୟକ।
* ଘରର ମୁଖ୍ୟଦ୍ୱାରକୁ ମ୍ୟାଚିଂ ହେଲାଭଳି ନେମ୍‌ପ୍ଲେଟ୍‌ ଲଗାଇବା ଦରକାର।
* ଧ୍ୟାନଦେବେ ଯେମିତି ମୁଖ୍ୟଦ୍ୱାର ଓ ନେମ୍‌ପ୍ଲେଟ୍‌ ଉପରେ ପର୍ଯ୍ୟାପ୍ତ ଆଲୋକ ପଡିପାରୁଥିବ। ଆବଶ୍ୟକ ହେଲେ ଏଲ୍‌ଇଡି ଲାଇଟ୍‌ ଦ୍ୱାରା ମଧ୍ୟ ଏହାକୁ ଡେକୋରେଟ୍‌ କରିପାରିବେ।
* ନେମ୍‌ପ୍ଲେଟ୍‌ ଏମିତି ଧାତୁରେ ତିଆରି ହେବା ଦରକାର, ଯେଉଁଥିରେ ସହଜରେ କଳଙ୍କି ଲାଗୁ ନ ଥିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri