ଗାଁଠୁ ସହର ସବୁଠି କମ୍ପି ଉଠୁଛି ଜାତୀୟ ସଙ୍ଗୀତ

ଦାରିଙ୍ଗବାଡି, ୧୫।୮ (ଅରୁଣ ସାହୁ): ୭୯ତମ ସ୍ବାଧୀନତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକର ୨୫ ପଞ୍ଚାୟତର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ଏହି ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଭୋର ସମୟରୁ ଛାତ୍ରୀଛାତ୍ରମାନେ ୟୁନିଫର୍ମ ସହ ଜାତୀୟ ପତାକା ଲୋଗ ସହ ବିଭିନ୍ନ ସାମଗ୍ରୀରେ ନିଜକୁ ସଜେଇ ହୋଇ ନିଜ ବିଦ୍ୟାଳୟ ଓ ମହାବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଜାତୀୟ ପତାକା ଧରି ରାମଧୁନ ସହ ମହାପୁରୁଷମାନଙ୍କ ନାମରେ ଜୟହିନ୍ଦ କହି ପରିକ୍ରମା କରିଥିଲେ। ପରେ ପୁଣି ବିଦ୍ୟାଳୟରେ ପହଞ୍ଚି ପରେଡ ସହ ଜାତୀୟପତାକା ଉତ୍ତୋଳନ କରିଥିଲେ। ପରେ ଜାତୀୟ ସଙ୍ଗୀତ ଗାନ କରିଥିଲେ
ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡିକରେ ଜାତୀୟ ପତାକା ଉତ୍ତୋଳନ ପାଇଁ ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟ ତଥା ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇ ଏହି ପତାକା ଉତ୍ତୋଳନ କରିଥିଲେ। ସେହିପରି ପଞ୍ଚାୟତ କାର୍ଯ୍ୟାଳୟ, ଅଗ୍ନିଶମ ବିଭାଗ, ପୋଲିସ ବିଭାଗ, ବ୍ଲକ, ତହସିଲ, ବନାଞ୍ଚଳ କାର୍ଯ୍ୟାଳୟ ସମେତ ଏକାଧିକ ସ୍ଥାନରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ବ୍ୟାଙ୍କ ପ୍ରତିଷ୍ଠାନ, ଜାଗୃତି କାର୍ଯ୍ୟାଳୟ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟଳୟ ଗୁଡିକରେ ଏହି ଦିବସ ଅବସରରେ ଉତ୍ସବ ମୁଖର ହୋଇପଡିଛି। ବାଡାବାଙ୍ଗା ସେବାଶ୍ରମରେ ପ୍ରଧାନ ସେବକ ପ୍ରାଣବନ୍ଧୁ ମହାନାୟକଙ୍କ ଅଧ୍ୟକ୍ଷତାରେ ଛାତ୍ରୀଛାତ୍ରମାନେ ବାଡାବାଙ୍ଗା ବଜାର ଓ ଗ୍ରାମ ପରିକ୍ରମା କରି ସେବାଶ୍ରମରେ ପହଞ୍ଚି ପତାକା ଉତ୍ତୋଳନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଇବାଲିରୁ ପୁରୀ ଗଲା ୫୫ ଖଣ୍ଡ ରଥକାଠ

ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସସନ ଗୁନାକିଆ ଜଙ୍ଗଲରୁ ଶୁକ୍ରବାର ପୁରୀ ଗଲା ୫୫ ଖଣ୍ଡ ରଥକାଠ…

ଶ୍ରୀଲଙ୍କା କ୍ରିକେଟ ବୋର୍ଡରେ ହେବ ବଡ଼ ପରିବର୍ତ୍ତନ

କଲମ୍ବୋ,୨୪ା୪: ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ଶୁକ୍ରବାର ଦେଶର କ୍ରିକେଟ ମୁଖ୍ୟ ଶାମି ସିଲ୍‌ଭାଙ୍କୁ ଭେଟିଥିଲେ। ଏଥିରୁ ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ବୋର୍ଡରେ ପରିବର୍ତ୍ତନର ସୂଚନା…

ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ରୁଦ୍ଧଦାର ବୈଠକ: ଆଲୋଚନାକୁ ନେଇ ବଢ଼ୁଛି ଚର୍ଚ୍ଚା 

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ…

ମିଳିଲା ଅନୁମତି: ଦିଲ୍ଲୀ କ୍ୟାପିଟାଲ୍ସରେ ଖେଳିବେ ମିଚେଲ ଷ୍ଟାର୍କ

ସିଡ୍‌ନୀ,୨୪ା୪: ମିଚେଲ ଷ୍ଟାର୍କଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି କ୍ରିକେଟ ଅଷ୍ଟ୍ରେଲିଆ ଅନୁମତି ଦେଇଛି। ଫଳତଃ ମେ ୧’ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ…

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

ଭାଜପାରେ ଯୋଗଦେଲେ ରାଘବ ଚଢା, ମିଳିବ ବଡ଼ ଦାୟିତ୍ୱ! ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଭାଜପାରେ ଯୋଗଦେଲେ ରାଘବ ଚଢା। କିଛି ସମୟ ପୂର୍ୱରୁ ଏଏପିରୁ ଇସ୍ତଫା ଘୋଷଣା କରିଥିବା ରାଜ୍ୟ ସଭା ଏମପି ରାଘବ ଚଢା, ଅଶୋକ ମିତ୍ତଲ ଏବଂ…

୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’: ଲୁହ ଝରାଇଲେ ଗାଁ ଲୋକ

ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି। ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri