ସାଧାରଣତନ୍ତ୍ର ଦିବସରେ ପତାକାକୁ ଅସମ୍ମାନ, ଓଲଟା ଉଡ଼ିଲା ତ୍ରିରଙ୍ଗା

ଦିଗପହଣ୍ଡି,୨୬।୧: ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଛକଠାରେ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ପତାକା ଉତ୍ତୋଳନ କରିଥିଲେ। ହେଲେ ପତାକା ଓଲଟା ଉଡିଥିଲା। ଏନେଇ ଉପସ୍ଥିତ ବୁଦ୍ଧିଜୀବୀ ଅସନ୍ତୋଷ ପ୍ରକାଶ କରିଥିଲେ। ପରେ ର୍ନିବାହୀ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ କର୍ମଚାରୀମାନେ ପୁଣି ପତାକାକୁ ତଳକୁ ଓହ୍ଲାଇ ଠିକ୍‌ ଭାବେ ବାନ୍ଧି ଉତ୍ତୋଳନ କରିଥିଲେ। ଏନେଇ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପଚାରିବାରୁ ଘଟଣାକୁ ସ୍ବୀକାର କରି ଭୁଲବଶତଃ ଏଭଳି ହୋଇଯାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଚ୍‌ଆର୍‌ସିରେ ଗୋଳନ୍ଥରା ବସ୍‌ ଟ୍ରାଜେଡି ମାମଲା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଓ ଆହତଙ୍କୁ ୨ ଲକ୍ଷ କ୍ଷତିପୂରଣ ଦାବି କଲା ସମାଜବାଦୀ ପାର୍ଟି

ଭୁବନେଶ୍ୱର,୧୧ା୨(ବ୍ୟୁରେ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଗ୍ରାମରେ ୧୧ କେଭି ବିଦ୍ୟୁତ ତାର ବସ୍‌ରେ ଲାଗିଯିବାରୁ ନିର୍ବନ୍ଧ ପାଇଁ ଯାଉଥିବା ୧୦ ଜଣଙ୍କ ମୃତ୍ୟୁ...

ବୃନ୍ଦାବନଙ୍କ ଘରେ ପଡ଼ିଛି ତାଲା, ରାସ୍ତାରେ ବୃଦ୍ଧା ମା’

ଛତ୍ରପୁର,୨୯ା୨(ଡି.ଏନ.ଏ) – ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁରସ୍ଥିତ ଘରୁ ବୃନ୍ଦାବନ ବେହେରା ଏବଂ ତାଙ୍କ ସ୍ତ୍ରୀ ଉର୍ମିଳା ଓ ଝିଅ ସୁନିତାଙ୍କ ମୃତଦେହ ବୁଧବାର...

ଗାଡ଼ି ଯାଞ୍ଚ ନାଁରେ ଚାନ୍ଦା ଆଦାୟ, ପୋଲିସ ଏଏସ୍‌ଆଇ ନିଲମ୍ବିତ

ବ୍ରହ୍ମପୁର ଅଫିସ, ୭।୯: ଟ୍ରାଫିକ ନିୟମ ଅନୁସାରେ ପୋଲିସ ଯାନବାହନଗୁଡ଼ିକର କାଗଜପତ୍ର ଯାଞ୍ଚ କରୁଛି। ହେଲେ ଗାଡ଼ି ଯାଞ୍ଚ ନା’ରେ ଚାନ୍ଦା ଆଦାୟ କରିବା ଏବେ...

ଲଗାଣବର୍ଷାରେ ବିଲରେ ସଢୁଛି ପନିପରିବା: ଚାଷୀଙ୍କୁ ଘାରିଛି ଋଣ ପରିଶୋଧ ଚିନ୍ତା

ରାଇସୁଆଁ,୨୭ା୪(ଡି.ଏନ୍‌.ଏ.) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପର୍ଜୁନପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମରେ କାଳବୈଶାଖୀ ଲଗାଣବର୍ଷା ଏବଂ କୁଆପଥର ମାଡ଼ରେ ଯୁବଚାଷୀମାନଙ୍କର ହେକ୍ଟର ହେକ୍ଟର ପନିପରିବା...

ଥାନାରେ ବାଘ

କୋକସରା,୧୫।୧: କିଛିଦିନ ତଳେ ଆମପାଣି ଘାଟିରେ କଲରାପତରିଆ ବାଘ ବୁଲୁୁଥିବା କିଛି ଯୁବକ ଦେଖିବାକୁ ପାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ବନ ବିଭାଗ...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ...

ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା

ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି...

ଘରୋଇ ପ୍ଲଟରୁ ୩ ମହଲା କୋଠା ଭଙ୍ଗାଗଲା

ପୁରୀ ଅଫିସ୍‌, ୧୬।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଗତ କିଛିଦିନ ଧରି ମଙ୍ଗୁ ମଠ ଓ ସାନ...

Advertisement

BGU

Archives

Model This Week

Why Dharitri