୩ ମାସ ହେଲାଣି ଗଛରେ ଉଡୁଛି ଜାତୀୟ ପତାକା

ନୀଳଗିରି, ୧୭।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏକ ପଣସ ଗଛରେ ଦୀର୍ଘ ୩ ମାସ ଧରି ଏକ ଜାତୀୟ ପତାକା ଉଡୁଛି। ଏହା ଜାତୀୟ ପତାକାକୁ ଅବମାନନା କରାଯାଇଥିବା ନେଇ ଚର୍ଚ୍ଚା ଚାଲିଛି।
ପ୍ରତିଦିନ ଶହ ଶହ ନିର୍ବାଚିତ ପ୍ରତିନିଧି, ସାଧାରଣ ଜନତା, ସମସ୍ତ ପଦାଧିକାରୀ କାର୍ଯ୍ୟାଳୟକୁ ଆସୁଥିବା ବେଳେ ଗଛରେ ବନ୍ଧା ହୋଇଥିବା ଜାତୀୟ ପତାକାକୁ କିପରି କାହାର ନଜର ପଡୁନାହିଁ ତାହା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ବ୍ଲକ କାର୍ଯ୍ୟାଳୟକୁ ବାଲେଶ୍ୱର ଜିଲାପାଳ, ପିଡି, ଜିଲାର ପ୍ରମୁଖ ଅଧିକାରୀମାନେ ଏଠାକୁ ଆସୁଥିବା ବେଳେ ବ୍ଲକର ବିଡିଓ ଉକ୍ତ ଜାତୀୟ ପତାକାକୁ ଦେଖିପାରୁନାହାନ୍ତି ନା ଦେଖି କି ଜାତୀୟ ପତାକାକୁ ଅସମ୍ମାନ କରୁଛନ୍ତି ତାହା ବୁଦ୍ଧିଜୀବୀ ମହଲରେ ତଦନ୍ତ ପାଇଁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି…

ମୋହନଙ୍କୁ ଚିଠି ଲେଖିଲେ ନବୀନ: କହିଲେ ରାଜ୍ୟର ଚାଷୀ କେତେ ଦୁଃଖରେ…

ଭୁବନେଶ୍ୱର,୯।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଉକ୍ତ ଚିଠିରେ ନବୀନ ଲେଖିଛନ୍ତି, ରାଜ୍ୟରେ ଥିବା ମଣ୍ଡିଗୁଡ଼ିକ ଏବେ…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ…

ବିଜେଡିକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଆଉ ଜଣେ ନେତା

ଧର୍ମଶାଳା,୯।୨(ଶିବ ପ୍ରସାଦ ମହାନ୍ତି): ଆଜିକାଲି ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏହି କ୍ରମରେ ସୋମବାର ବିଜୁ ଜନତା ଦଳରୁ ଇସ୍ତଫା ଦେଉଛନ୍ତି ଯାଜପୁର ଜିଲାର…

ଧାନକିଣାରେ ଅଚଳାବସ୍ଥା: ମଣ୍ଡିରେ ପଡ଼ିଛି ଶହଶହ ଧାନବସ୍ତା, ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ,୯ା୨(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାରେ ଜାନୁଆରୀରୁ ଧାନମଣ୍ଡି ଆରମ୍ଭ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନକିଣା ସ୍ବାଭାବିକ ହେବା ନାଁ ଧରୁନି। କେତେକ ସମବାୟ ସମିତି ସମ୍ପାଦକ…

ଅଧରାତିରେ ସରକାରୀ ବିଦ୍ୟାଳୟରୁ ହେଉଥିଲା ଚାଉଳ ଚୋରି: ମାଡ଼ିବସିଲେ ଗାଁ ଲୋକେ, ଆଉ ତା’ପରେ…

ଲାଞ୍ଜିଗଡ଼,୯।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ସ୍ଥିତ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟଠାରେ ସ୍କୁଲ ପାଚେରି ଭିତରେ ପ୍ରାୟ ୭ କୁଇଣ୍ଟାଲ ଚାଉଳ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri