ଜୟପୁରରେ ଅର୍ଦ୍ଧନମିତ ହେଲା ଜାତୀୟ ପତାକା

ଜୟପୁର, ୭ା୨ (ନି.ପ୍ର.) ସ୍ବର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ବିୟୋଗରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା ପରେ ଜୟପୁର ମୁଖ୍ୟ ଟ୍ରାଫିକ ଛକରେ ଥିବା ୧୧୦ ଫୁଟ ଉଚ୍ଚତାର ଜାତୀୟ ପତାକାକୁ ଅର୍ଦ୍ଧନମିତ କରାଯାଇଛି। ୨ ଦିନ ଧରି ଜାତୀୟ ପତାକା ଅର୍ଦ୍ଧନମିତ ରହିବ ା ରାଷ୍ଟ୍ରୀୟ ଶୋକ ଘୋଷଣା ପରେ ମୁଖ୍ୟ ଟ୍ରାଫିକ ଛକଠାରେ ଉପଜିଲାପାଳ ବେଦବର ପ୍ରଧାନ, ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ଏନ୍‌ସିସିର ଚରଣ ସିଂ ରୟ ପ୍ରମୁଖ ପହଞ୍ଚତ୍ ପତାକାକୁ ଅର୍ଦ୍ଧନମିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri