ଦେଶୀ ଭାଲୁ ଖଣ୍ଡି ଆଇସିୟୁରେ ଭର୍ତ୍ତି

ବାରଙ୍ଗ,୨୫।୮(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଶୀ ମାଈ ଭାଲୁ ଖଣ୍ଡିକୁ ସୋମବାର ଆଇସିୟୁରେ ଭର୍ତ୍ତି କରାଯାଇଛି। ସେ ଅସୁସ୍ଥତା ଅନୁଭବ କରିବାରୁ ବହୁଦିନ ହେବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲା। ସ୍ବାସ୍ଥ୍ୟରେ ସୁଧାର ନ ଆସିବାରୁ ତାକୁ ଆଇସିୟୁ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ୧୩ ଜାନୁୟାରୀ ୨୦୨୦ରେ ଏହି ଭାଲୁକୁ ଗଞ୍ଜାମ ଜିଲାରୁ ଉଦ୍ଧାର କରାଯାଇ ନନ୍ଦନକାନନକୁ ଅଣାଯାଇଥିଲା। ଡାହାଣପଟ ଗୋଟେ ହାତ ନ ଥିବାରୁ କର୍ମଚାରୀମାନେ ତାକୁ ଖଣ୍ଡି ଡାକୁଥିଲୋ ଏବେ ନନ୍ଦନକାନନରେ ୧୬ଟି ଭାଲୁ ରହିଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri