ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା ଦୌରା ଜଜ୍‌ଙ୍କ ପକ୍ଷରୁ ଉଭୟଙ୍କୁ ନୋଟିସ୍‌ ଜାରି ହୋଇଛି। ୧୫ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ୩୦୦ ଥର ହେଲିକପ୍ଟରରେ ଉଡ଼ାଣ କରିଥିବା ଅଭିଯୋଗ ହୋଇଛି। ଏନେଇ ଥାନାର ଦ୍ୱାରସ୍ଥ ହୋଇଥିଲେ ଆଇନଜୀବୀ ସୁଧୀର ମହାନ୍ତ।

Dharitri – Odisha’s No.1 Odia Daily

Share