ଡେରାବିଶରେ ପହଞ୍ଚିଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଡେରାବିଶ,୧୧।୫(ସ୍ବ.ପ୍ର.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳ କେନ୍ଦ୍ରାପଡ଼ା ଜିଲାରେ ବର୍ଷାର ପ୍ରଭାବ ରହିଛି। ଏଥିପାଇଁ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶକ୍ରମେ ଡେରାବିଶ ବ୍ଲକ ପ୍ରଶାସନ ପକ୍ଷରୁ ୨୬ଟି ପଞ୍ଚାୟତରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା ବିଡିଓ ଗୋପବନ୍ଧୁ ଭୋସାଗର ସୂଚନା ଦେଇଛନ୍ତି। ତେବେ ବାତ୍ୟାର ପ୍ରଭାବ ବ୍ଲକ ଅଞ୍ଚଳରେ ନ ଥିଲା ବେଳେ ଏନ୍‌ଡିଆରଏଫ୍‌ ଟିମ୍‌ର ୨୪ଜଣ କର୍ମଚାରୀ ବ୍ଲକ ପରିସରରେ ସଜାଗ ରହିଛନ୍ତି। ଆସନ୍ତା ୧୩ ତାରିଖ ଯାଏ ବର୍ଷାର ପ୍ରଭାବ ଥିବାରୁ ତଳିଆ ଅଞ୍ଚଳରେ ଥିବା କଚ୍ଚା ଘରଗୁଡିକରୁ ଆବଶ୍ୟକ ପଡ଼ିଲେ ବାତ୍ୟା ଆଶ୍ରୟସ୍ଥଳକୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ବୋଲି ବିଡିଓ ଭୋସାଗର କହିଛନ୍ତି।  ପହଞ୍ଚିଲା


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri