ଛାତ୍ରୀଛାତ୍ରଙ୍କ ଲାଗି କ୍ରୀଡାର ଆବଶ୍ୟକତା: ଗରୁରତ୍ୱାରୋପ କଲେ…

ପୁରୁଷୋତ୍ତମପୁର,୧୩।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଇପୁର ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅନିତା କୁମାରୀ ବେହେରା ପୌରହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ରଶ୍ମିତା ବେହେରା ଓ ସମ୍ମାନିତ ଅତିଥି ଭାବେ ଶିକ୍ଷକ କିଶୋର ଚନ୍ଦ୍ର ସାହ, କ୍ରୀଡା ପ୍ରଶିକ୍ଷକ ଭଗବାନ ବେହେରା ଯୋଗଦେଇ ଛାତ୍ରୀଛାତ୍ରଙ୍କ ଲାଗି କ୍ରୀଡାର ଆବଶ୍ୟକତା ସମ୍ପର୍କରେ ଗରୁରତ୍ୱାରୋପ କରିଥିଲେ। ଏହି ଉତ୍ସବ ଦୁଇଦିନ ଧରି ଚାଲିବ। ଏହାକୁ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନେ ପରିଚଳନା କରିବାରେ ଲାଗିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକନ୍ୟାଙ୍କୁ କରିଥିଲେ ହତ୍ୟା: ସାବତ ମା’, ବାପାଙ୍କୁ ଏହି ଦଣ୍ଡରେ ଦଣ୍ଡିତ କଲେ କୋର୍ଟ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌-୩ ବିବସ୍ବତ ଗୌତମ ମଙ୍ଗଳବାର ଏକ ଶିଶୁକନ୍ୟା ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଶିଶୁକନ୍ୟାଙ୍କ...

୩୫ ଭରଣ ଜମିର ଧାନ ଜଳିଯିବା ଘଟଣା: ପହଞ୍ଚିଲେ ବିଧାୟକ, ତହସିଲଦାର 

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଟାତ ନିଆଁ ଲାଗିଯାଇଥିଲା । ଖଳାରେ ଅମଳ ହେବାକୁ...

ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ୬ ଅଭିଯୁକ୍ତଙ୍କ ଜାମିନ ଖାରଜ ହୋଇଛି। ବ୍ରହ୍ମପୁରସ୍ଥିତ...

ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି: ଏଥର ରାଜରାସ୍ତାରେ ଆୟୋଜିତ ହେବ ପରେଡ୍

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାଠାରେ ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି...

ମୃତ ଚାଷୀଙ୍କ ପରିବାରଙ୍କୁ ମିଳିଲା ୪ ଲକ୍ଷ ଟଙ୍କା ସହାୟତା

ଚିକିଟି,୧୩ା୧(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ କେ.ନୂଆଗାଁ ଥାନା ଅଧୀନ ନୂଆପଡା ଗ୍ରାମର କେ.ଶୁକ୍ରୁ ବିଲରେ ଚାଷ କରୁଥିବା ବେଳେ ତାଙ୍କର ମୃତ୍ୟୁ...

ମା’ଙ୍କୁ ନେଇ ଘଟଗାଁ ତାରିଣୀଙ୍କ ଦର୍ଶନ ପାଇଁ ଯାଇଥିଲେ: ପୁଅ ଆଖି ଆଗରେ ଚାଲିଗଲା ମା’ଙ୍କ ଜୀବନ

ଆନନ୍ଦପୁର,୧୩।୧(ସୁଶାନ୍ତ କୁମାର ସାହୁ): ୨୦ ନଂ ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଖଲଣା ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣାରେ ଜଣେ ମହିଳାଙ୍କ ମତ୍ୟୁ ଘଟିଛି।...

ପ୍ରତିଦିନ ଜଳଖିଆରେ ଅଣ୍ଡା ଖାଉଛନ୍ତି କି? ଜାଣନ୍ତୁ କ’ଣ କହୁଛନ୍ତି ଡାଏଟିସିଆନ୍

ନୂଆଦିଲ୍ଲୀ,୧୩।୧: ଅଣ୍ଡାକୁ ଏକ ସମ୍ପୂର୍ଣ୍ଣ ପୁଷ୍ଟିକର ଖାଦ୍ୟ ଭାବେ ଗଣାଯାଏ, କିନ୍ତୁ ଏଥିରେ ଥିବା କୋଲେଷ୍ଟ୍ରଲକୁ ନେଇ ଅନେକ ସମୟରେ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ରହିଥାଏ।...

ନବୀନଙ୍କ ଉତ୍ତରାଧିକାରୀ କିଏ? ଗୁମର ଖୋଲିଦେଲେ ସମ୍ବିତ ରାଉତରାୟ, କହିଲେ ସୁଜାତା କାର୍ତ୍ତିକେୟନଙ୍କୁ…

ଭୁବନେଶ୍ୱର, ୧୩।୧: ପୁଣି ଥରେ ବିଜେଡି ବ୍ୟାପାରକୁ ନେଇ ସମ୍ବିତ ରାଉତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅନେକ ନେତା ନିଜ ବ୍ୟକ୍ତିଗତ ଉଦ୍ୟମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri