ନେଗେଟିଭ ଜୋନ୍‌ରେ ରହିବ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ,୭।୮: ଦେଶ ମଧ୍ୟରେ କରୋନା ମାମଲା ବୃଦ୍ଧି ହେଉଥିବାରୁ ଏହା ଘରୋଇ ବଜାରକୁ କ୍ଷତିଗ୍ରସ୍ତ କରୁଛି। ଏଥିଯୋଗୁ ଦେଶର ଅର୍ଥନୈତିକ ଅଭିବୃଦ୍ଧି ନିମ୍ନଗାମୀ ହେଉଥିବା ନଜରକୁ ଆସିଛି। ଚଳିତ ଆର୍ଥତ୍କ ବର୍ଷରେ ଦେଶର ଅର୍ଥ ବ୍ୟବସ୍ଥା ନେଗେଟିଭ ଜୋନ୍‌ରେ ରହିବ ବୋଲି ରିଜର୍ଭ ବ୍ୟାଙ୍କ ଗୁରୁବାର ପୂର୍ବାନୁମାନ କରିଛି। ଦ୍ୱିମାସିକ ମୁଦ୍ରାନୀତି ଘୋଷଣା ସମୟରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ଯେ, ମହାମାରୀକୁ ଯଦି ଶୀଘ୍ର ନିୟନ୍ତ୍ରଣାଧୀନ କରାଯିବ ତେବେ ଅର୍ଥନୈତିକ ଅଭିବୃଦ୍ଧିକୁ ଉପରେ ଏହା ସକରାତ୍ମକ ପ୍ରଭାବ ପକାଇବ। ଅଭିବୃଦ୍ଧି ପୂର୍ବାନୁମାନରେ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି(ଏମ୍‌ପିସି) କହିଛି ଯେ, ଗ୍ରାମାଞ୍ଚଳ ଅର୍ଥ ବ୍ୟବସ୍ଥା ଶୀଘ୍ର ଟ୍ରାକ୍‌କୁ ଫେରିବ। ଖରିଫ ଚାଷ ଉନ୍ନତ ହୋଇଥିବାରୁ ଏହା ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ। ଦ୍ୱିତୀୟ ତ୍ରୈମାସରେ ଘରୋଇ ଚାହିଦା ଫେରିବା ନେଇ ମାନୁଫାକଚରିଂ ଫାର୍ମଗୁଡିକ ଆଶାବାଦୀ ରହିଛନ୍ତି। ୨୦୨୧-୨୨ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସରେ ଚାହିଦା ଉନ୍ନତ ସ୍ତରକୁ ଫେରିବା ନେଇ ଆଶାକରାଯାଉଛି।
ଜୁଲାଇ ମାସରେ ଖାଉଟି ଆତ୍ମବିଶ୍ୱାସ ଏକ ନିରାଶାଜନକ ସ୍ଥିତିରେ ରହିଥିବା କେନ୍ଦ୍ରୀୟ ବ୍ୟାଙ୍କ ଏହାର ରିପୋର୍ଟରେ ପ୍ରକାଶ କରିଛି। ବିଶ୍ୱ ମାନ୍ଦାବସ୍ଥା ଏବଂ ବାଣିଜ୍ୟରେ ହ୍ରାସ ହେବା ଯୋଗୁ ଏହା ବାହ୍ୟ ଚାହିଦାକୁ ମଧ୍ୟ ପ୍ରଭାବିତ କରି ରଖିବ ବୋଲି ଆଶଙ୍କା କରାଯାଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ୬ ମାସରେ ଦେଶର ରିୟଲ ଜିଡିପି ଋଣାତ୍ମକ ରହିବ। ସେହିଭଳି ୨୦୨୦-୨୧ କଥା ବିଚାରକଲେ ସାରା ବର୍ଷ ଅର୍ଥ ବ୍ୟବସ୍ଥା ଏକ ନେଗେଟିଭ ଜୋନରେ ରହିବ ବୋଲି ଶକ୍ତିକାନ୍ତ କହିଛନ୍ତି। ସେହିଭଳି ୨୦୨୦ର ପ୍ରଥମ ୬ ମାସ ବିଶ୍ୱ ବଜାରର ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇ ରହିବ ବୋଲି ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri