ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଲାଗିଲା ମୋହର, ଜାଣନ୍ତୁ କାହାକୁ ମିଳିବ କ୍ୟାବିନେଟ୍‌ କାହାକୁ ରାଷ୍ଟ୍ର ପାହ୍ୟା

ଭୁବନେଶ୍ୱର,୧୨ା୬: ରାଜଭବନ ପକ୍ଷରୁ ମନ୍ତ୍ରିମଣ୍ଡଳର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ବୁଧବାର ୧୬ଜଣ ଶପଥ ନେବେ। ଏହି ୧୬ ଜଣଙ୍କ ନାଁରେ ମୋହର ମାରିଛନ୍ତି ରାଜ୍ୟପାଳ ରଘୁବର ଦାସ।  ଆଉ କିଛି ସମୟ ପରେ ଜନତା ମଇଦାନରେ ଏହିମାନେ ଶପଥ ନେବେ।

ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବେ। ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଇ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେବେ।

କ୍ୟାବିନେଟ ମନ୍ତ୍ରୀ
୧) ସୁରେଶ ପୂଜାରୀ
୨) ରବି ନାରାୟଣ ନାୟକ
୩) ନିତ୍ୟାନନ୍ଦ ଗଣ୍ଡ
୪) କୃଷ୍ଣଚନ୍ଦ୍ର ପାତ୍ର
୫) ପୃଥ୍ବୀରାଜ ହରିଚନ୍ଦନ
୬) ଡ. ମୁକେଶ ମହାଲିଙ୍ଗ
୭) ବିଭୂତି ଭୂଷଣ ଜେନା
୮) ଡ. କୃଷ୍ଣଚନ୍ଦ୍ର ମହାପାତ୍ର

ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ
୨) ସୂର୍ଯ୍ୟବଂଶୀ ସୂରଜ
୩) ପ୍ରଦୀପ ବଳସମାନ୍ତ
୪) ଗୋକୁଳାନନ୍ଦ ମଲ୍ଲିକ
୫) ସମ୍ପଦ ସ୍ବାଇଁ

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri