ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଲାଗିଲା ମୋହର, ଜାଣନ୍ତୁ କାହାକୁ ମିଳିବ କ୍ୟାବିନେଟ୍‌ କାହାକୁ ରାଷ୍ଟ୍ର ପାହ୍ୟା

ଭୁବନେଶ୍ୱର,୧୨ା୬: ରାଜଭବନ ପକ୍ଷରୁ ମନ୍ତ୍ରିମଣ୍ଡଳର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ବୁଧବାର ୧୬ଜଣ ଶପଥ ନେବେ। ଏହି ୧୬ ଜଣଙ୍କ ନାଁରେ ମୋହର ମାରିଛନ୍ତି ରାଜ୍ୟପାଳ ରଘୁବର ଦାସ।  ଆଉ କିଛି ସମୟ ପରେ ଜନତା ମଇଦାନରେ ଏହିମାନେ ଶପଥ ନେବେ।

ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବେ। ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଇ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେବେ।

କ୍ୟାବିନେଟ ମନ୍ତ୍ରୀ
୧) ସୁରେଶ ପୂଜାରୀ
୨) ରବି ନାରାୟଣ ନାୟକ
୩) ନିତ୍ୟାନନ୍ଦ ଗଣ୍ଡ
୪) କୃଷ୍ଣଚନ୍ଦ୍ର ପାତ୍ର
୫) ପୃଥ୍ବୀରାଜ ହରିଚନ୍ଦନ
୬) ଡ. ମୁକେଶ ମହାଲିଙ୍ଗ
୭) ବିଭୂତି ଭୂଷଣ ଜେନା
୮) ଡ. କୃଷ୍ଣଚନ୍ଦ୍ର ମହାପାତ୍ର

ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ
୨) ସୂର୍ଯ୍ୟବଂଶୀ ସୂରଜ
୩) ପ୍ରଦୀପ ବଳସମାନ୍ତ
୪) ଗୋକୁଳାନନ୍ଦ ମଲ୍ଲିକ
୫) ସମ୍ପଦ ସ୍ବାଇଁ

 


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି  ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri