Posted inଜାତୀୟ

ନିଧି ଛିବ୍ବର ନୂଆ ସିବିଏସ୍‌ଇ ମୁଖ୍ୟ

ନୂଆଦିଲ୍ଲୀ,୧୪।୫: ବରିଷ୍ଠ ପ୍ରଶାସନିକ ଅଧିକାରୀ ନିଧି ଛିବ୍ବରଙ୍କୁ ଶୁକ୍ରବାର ସିବିଏସ୍‌ଇ (କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ନିଧି ହେଉଛନ୍ତି ୧୯୯୪ର ଭାରତୀୟ ପ୍ରଶାସନିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛତିଶଗଡ କ୍ୟାଡର। ସିବିଏସ୍‌ଇ ମୁଖ୍ୟଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସେ ଭାରି ଶିଳ୍ପ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ଦେବାକୁ ସକ୍ଷମ ଥିବା ଭାରତ ଚାହେଁ ଶାନ୍ତି, ଦେଶର ଅଖଣ୍ଡତା କ୍ଷେତ୍ରରେ ହେବ ନି ବୁଝାମଣା: ମୋଦି

ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ହୋଇଥିବା ସଂଘର୍ଷରେ ୨୦ ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଦଳରେ ନେତୃତ୍ୱ ପ୍ରସଙ୍ଗର ସମାଧାନ ଜରୁରୀ: ଥରୁର

ନୂଆଦିଲ୍ଲୀ, ୨୪ା୨(ପି.ଟି.): ଦେଶର ସର୍ବପୁରାତନ ଦଳ କଂଗ୍ରେସ ଏବେ ମଙ୍ଗୁଆଳ ବିହୀନ ବୋଲି ସାଧାରଣରେ ଧାରଣା ସୃଷ୍ଟି ହୋଇଥିବାରୁ ଏହାକୁ ଦୂର କରିବା ଲାଗି ନେତୃତ୍ୱ...

ଅକ୍ଟୋବରରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ

ଦିଲ୍ଲୀ,୧୨ା୧୧(ଆଇଏଏନ୍‌ଏସ୍‌)- ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅକ୍ଟୋବର ମାସରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ୨୦୧୯ ବର୍ଷରେ ଏହା ସର୍ବାଧିକ ଅସ୍ତ୍ରବିରତି ଉଲ୍ଲଂଘନ...

ଏୟାର କମାଣ୍ଡର ଅଭିନନ୍ଦନଙ୍କ ସାହସିକତାକୁ ପାଠ ବହିରେ ପଢିବେ ଛାତ୍ରୀଛାତ୍ର

ଜୟପୁର, ୧୬।୫: ଭାରତୀୟ ବାୟୁସେନାର ଓିଙ୍ଗ କମାଣ୍ଡର ଅଭିନନ୍ଦନ ବଥର୍ର୍ମାନଙ୍କ ବାହାଦୂରୀକୁ ଏବେ ଛାତ୍ରୀଛାତ୍ର ପାଠ ବହିରେ ପଢିବେ ବୋଲି ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି।...

ରାଜ୍ୟପାଳଙ୍କୁ ହଟାଇବା ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

କୋଲକାତା,୩୦।୧୨: ପଶ୍ଚିମବଙ୍ଗରେ ରାଜନୈତିକ କାଦୁଅ ଫିଙ୍ଗା ଜାରି ରହିଛି। ଆଗକୁ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁଥିବାବେଳେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ସ୍ଥିତିରେ...

ଇତିହାସ ରଚିବ ଭାଜପା ନେତାଙ୍କ ଝିଅ ବିବାହ ଖର୍ଚ୍ଚ

ବେଙ୍ଗାଲୁରୁ,୧।୩: କର୍ନାଟକ ଭାରତୀୟ ଜନତାପାର୍ଟି(ଭାଜପା)ର ସଙ୍କଟମୋଚକ ଭାବେ ପରିଚିତ ଦଳିତ ନେତା ତଥା କର୍ନାଟକ ସରକାରରେ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ବି.ଶ୍ରୀରାମୁଲୁ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ଜେଲ୍‌ରୁ ହ୍ୟାକିଙ୍ଗ୍‌, ବିଚାରପତି-ଗୃହମନ୍ତ୍ରୀଙ୍କ ସଚିବ-ଆଇପିଏସ୍‌ ଅଫିସରଙ୍କ ଫୋନ୍‌ ହ୍ୟାକ୍‌…

ଭୋପାଳ,୯।୧୧: ମଧ୍ୟପ୍ରଦେଶର ଉଜ୍ୱୟନୀ ଜେଲର ଅଧିକାରୀମାନଙ୍କ ବିରୋଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ କଏଦୀଙ୍କ ଦ୍ୱାରା ଡିଜିଟାଲ ଠକେଇ ଅଭିଯୋଗ ଅଣାଯାଇଛି। କଏଦୀ ଅଭିଯୋଗ କରିଛନ୍ତି...

ହାର୍ଟଆଟାକ୍‌ରୁ ଦୂରେଇ ରଖେ ଏହି ରସ…

ସକାଳେ ଅଧାକପ୍‌ କାକୁଡ଼ି ଜୁସ୍‌ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ...

Advertisement
Archives

Model This Week