ଏହି କାମ ଦେଖି ତାଜୁବ ହେଲେ ନୂଆ ମୁଖ୍ୟମନ୍ତ୍ରୀ: ମାଗିଲେ ଜବାବ

ଭୁବନେଶ୍ୱର,୧୪।୬: ଓଡ଼ିଶାରେ ନୂଆ ଭାଜପା ସରକାର ଆରମ୍ଭ ହୋଇଛି। ଶପଥ ନେବାର ଦିନକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଶୁକ୍ରବାର ରାଜ୍ୟରେ ପ୍ରଶାସନିକ ଅବ୍ୟବସ୍ଥା ଦେଖି ତାଜୁବ ହୋଇଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସମୀକ୍ଷା ବେଳେ ସରକାରୀ ବ୍ୟବସ୍ଥା ରାଜ୍ୟରେ ସଂପୂର୍ଣ୍ଣ ଭୁଶୁଡି ପଡି ଜାଣିବା ପରେ ସେ ଚିନ୍ତା ପ୍ରକଟ କରିଛନ୍ତି। କାହିଁକି ରାଜ୍ୟରେ ପ୍ରଶାସନିକ ସ୍ଥିତି ଭୁଶୁଡିଲା ଏହାର ଜବାବ ମାଗିବାରୁ କାହା ପାଖରେ ମୁଖ୍ୟମନ୍ତ୍ରୀଙ୍କୁ ଦେବା ପାଇଁ ଯୁକ୍ତିଯୁକ୍ତ ଉତ୍ତର ନ ଥିଲା। ପ୍ରଶାସନିକ ଅବ୍ୟବସ୍ଥା ଦେଖିବା ପରେ ରାଜ୍ୟରେ ଅଫିସର ସ୍ତରରେ ବ ଧରଣର ପରିବର୍ତ୍ତନ ହୋଇପାରେ ବୋଲି ସୂଚନା ମିଳିଛି ।
ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଡାକି ସମୀକ୍ଷା କରିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ କେହି ସଠିକ ଢଙ୍ଗରେ କୌଣସି ସୂଚନା ଦେଇପାରି ନ ଥିଲେ । ଫଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଗଭୀର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri