ନୂଆ ଡିଜିପିଙ୍କୁ ଓଡ଼ିଶା ଫେରିବାକୁ ଅନୁମତି

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଓଡ଼ିଶା ନୂଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ସୁନୀଲ ବଂଶଲ ନିଯୁକ୍ତି ପାଇଛନ୍ତି । ଏବେ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି)ର ସ୍ବତନ୍ତ୍ର ନିର୍ଦ୍ଦେଶକ ଥିବା ସୁନୀଲଙ୍କୁ ଓଡ଼ିଶା ଫେରିବା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କେନ୍ଦ୍ର କ୍ୟାବିନେଟ କମିଟି ତାଙ୍କୁ ଓ ଫେରିବାକୁ ଅନୁମତି ଦେଇଛନ୍ତି। ଡିଜିପି ଅଭୟଙ୍କ କାର୍ଯ୍ୟକାଳ ଡିସେମ୍ବର ୩୧ରେ ସରିଯାଉଛି। ଏହା ପରେ ସୁନୀଲ ବଂଶଲ ରାଜ୍ୟର ନୂଆ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବେ।ବଂଶଲ ହେଉଛନ୍ତି ୧୯୮୭ ବ୍ୟାଚର ଓ କ୍ୟାଡରର ଆଇପିଏସ ଅଫିସର।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri