ଦାୟିତ୍ୱ ଗ୍ରହଣ କଲେ କୋରାପୁଟ ନୂତନ ଜିଲାପାଳ

କୋରାପୁଟ,୮।୨(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାର ନୂତନ ଜିଲାପାଳ ଭବେ ମହମ୍ମଦ ଅବଦୁଲ ଅକ୍ତାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବତନ ଜିଲାପାଳ ମଧୁସୂଦନ ମିଶ୍ରଙ୍କ ଠାରୁ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ପିଡି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ପ୍ରବୀର ନାୟକ, ଉପଜିଲାପାଳ ଲଳିତ କୁମାର କହଁର, ଏପିଡି ମହେଶ୍ୱର ନାୟକଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ନୂତନ ଜିଲାପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଛାଡ଼ିଲେ କଂଗ୍ରେସ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି

ସୁନ୍ଦରଗଡ,୬।୧୨(ଡି.ଏନ୍‌.ଏ.): ବରିଷ୍ଠ ନେତା ତଥା ତଳସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡା. ପ୍ରଫୁଲ୍ଲ କୁମାର ମାଝି ସୋମବାର କଂଗ୍ରେସ ଛାଡ଼ିଛନ୍ତି। ଡା ମାଝି ଆନୁଷ୍ଠାନିକ...

ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ : ଗଣପର୍ବରେ ପରଣିତ ହୋଇଛି କଳିଙ୍ଗ ବାଲିଯାତ୍ରା

ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି ବିଜୁ ମଇଦାନଠାରେ ସୋମବାର ସନ୍ଧ୍ୟାରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା...

ରାସ୍ତା ଅବସ୍ଥା ଶୋଚନୀୟଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଝୁମ୍ପୁରା ୧୬।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଫକିରପୁର, ପଦ୍ମକେଶରପୁର, ବାଘିଆନଶା, କଙ୍କଡାଯୋଡି ଗାଁ ଲୋକେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ...

ଯାତାୟାତରେ ବାଧକ ଖୋଳାନାଳ

ଭଣ୍ଡାରିପୋଖରୀ,୧୫।୩(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକେ ସୁବିଧାରେ ଯାତାୟାତ କରିବା ଲାଗି ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। କିନ୍ତୁ କେତେକ ସ୍ଥାନରେ ବ୍ୟବସ୍ଥାଗତ ତ୍ରୁଟି ଯୋଗୁ ରାସ୍ତା...

୪ ବିଶେଷଜ୍ଞ, ୬ ଷ୍ଟାଫ୍‌ନର୍ସ ପଦବୀ ଖାଲି

ବିରିଡି,୨୦।୩ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସହ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସୁଧାରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ...

ନୂଆଁଖାଇ ପାଇଁ ଗାଁଠୁ ସହର ସବୁଆଡେ ପର୍ବର ମାହୋଲ

ଜୁନାଗଡ,୨।୯(ଡି.ଏନ.ଏ.) ମଙ୍ଗଳବାର ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଗତ କିଛିଦିନ ହେଲା ଗ୍ରାମରୁ ସହର ସବୁଆଡେ ପର୍ବର ମାହୋଲ ଦେଖିବାକୁ ମିଳିଛି ।...

‘ସମସ୍ତଙ୍କ ସହଯୋଗରେ ବିକାଶ ସମ୍ଭବ’

ଢେଙ୍କାନାଳ ଅଫିସ,୧୨।୩ ଢେଙ୍କାନାଳ ଜିଲାରେ ଉନ୍ନୟନମୂଳକ ଯୋଜନାର ସଫଳ ରୂପାୟନ ନିମନ୍ତେ ସୋମବାର ଜିଲା କାର୍ଯ୍ୟାଳୟ ଓସ୍‌ୱାନ୍‌ ଭିଡିଓ କନଫରେନ୍ସିଂ ହଲ୍‌ରେ ଏକ ବୈଠକ ଅନୁଷ୍ଠିତ...

ଚୋରା କାଠ ଜବତ

ପାଟଣା, ୧୪।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲର କାଳିଘାଇ ନିକଟରୁ ଶନିବାର ବିଳମ୍ବିତ ରାତିରେ ୨୫ଟି ଶାଗୁଆନ ଗଛ ଚୋରା ଚାଲାଣ ହେଉଥିବା...

Advertisement
Archives

Model This Week