ଟିକା ନେଲେ କୋରାପୁଟ ନୂତନ ଜିଲାପାଳ

କୋରାପୁଟ,୧୦।୨(ସ୍ବ.ପ୍ର.): ସରକାରଙ୍କ ପକ୍ଷରୁ କୋଭିଡ୍‌ ମହାମାରୀ ବିରୋଧରେ ବର୍ତ୍ତମାନ ସାରାଦେଶରେ ଟିକାକରଣ ଅଭିଯାନ ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର କୋରାପୁଟର ନୂତନ ଜିଲାପାଳ ମହମ୍ମଦ ଅବଦୁଲ ଅକ୍ତାର କୋଭିଡ ଟିକା ନେଇ ସରକାରଙ୍କ ଏହି ଟିକାକରଣ ଅଭିଯାନକୁ ଆଗକୁ ନେବା ସହ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଟିକା ନେବା ପାଇଁ ଉତ୍ସାହିତ କରିଛନ୍ତି ା ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଜିଲାପାଳ ପହଞ୍ଚି କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌ ନେଇ କୋଭିଡ ଟିକାର କୈଣସି ପାର୍ଶ୍ୱ ପ୍ରତିକ୍ର୍ରିୟା ନ ଥିବା ସମସ୍ତଙ୍କୁ ସୂଚାଇ ଦେଇଛନ୍ତି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମକରନ୍ଦ ବେଉରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଳୟା: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ

ପୁରୀ ଅଫିସ, ୨୮।୯: ଶନିବାର ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ...

ପୁରୀରେ ‘ଅମ୍ଫନ୍‌’ ପ୍ରଭାବ: ସମୁଦ୍ର ଅଶାନ୍ତ; କାକଟପୁର ବ୍ଲକରେ ସର୍ବାଧିକ ୧୬୧ ମିମି ବର୍ଷା; ଭାଙ୍ଗିଲା ଗଛ, ପାନବରଜ ନଷ୍ଟ

ପୁରୀ ଅଫିସ,୨୦।୫: ପୁରୀରେ ବାତ୍ୟା ‘ଅମ୍ଫନ୍‌’ ପ୍ରଭାବରେ ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହିଥିବା ବେଳେ ଅପରାହ୍ନରୁ ହାଲକା ପବନ ବର୍ଷା ଆରମ୍ଭ...

ଦୁଇ ଟ୍ରକ୍‌ ମୁହାଁମୁହିଁ: ଚାପିହୋଇ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଚୌଦ୍ୱାର,୨୨।୯(ଡି.ଏନ.ଏ): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର  ବଇଚୁଆଁ ଛକ  ନିକଟରେ  ବେଆଇନ ଭାବେ ଛିଡା ହୋଇଥିବା ରଡ ବୋଝେଇ...

ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

ପୁରୁଷୋତ୍ତମପୁର,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହୋଇଯାଇଛି। କରୋନା କଟକଣାରେ ଯାତ୍ରା ପରିଚାଳନା କରାଯାଉଛି। ଅସୁସ୍ଥ ଥିବା...

ମାଓବାଦୀ ଭୟ: ସ୍ଥାନାନ୍ତର ହେଲା ୩ ବୁଥ୍‌

ମାଲକାନଗିରି, ୧୭।୨(ଡି.ଏନ.ଏ.): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଦୃଷ୍ଟିରେ ରଖି ମାଓବାଦୀ ଅଞ୍ଚଳରେ...

ଚିଲିକା ବିଧାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ: ତଥାପି ରହିବେ ଜେଲରେ

ଖେର୍ଦ୍ଧା ଅଫିସ,୮।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଶୁକ୍ରବାର ସର୍ତ୍ତମୂଳକ ଜାମିନ ମିଳିଛି। ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ କିଛି ପୋଲିସ କର୍ମଚାରୀଙ୍କ ଉପରେ...

ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଶିକ୍ଷୟିତ୍ରୀ ନିଲମ୍ବିତ

ବସ୍ତା ୧୧।୭,(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମୁଳିଦା ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରାଙ୍କୁ ନିଲମ୍ବନ...

ସାମାଜିକ ଦୂରତ୍ୱ ରହୁନି: ଅର୍ନିଦ୍ଦିଷ୍ଟ କାଳ ପାଇଁ ରାଇକିଆ ହାଟ ବନ୍ଦ

ରାଇକିଆ,୭।୬(ଡି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟ ସୋମବାର ବନ୍ଦ ରହିବ। ଏ ନେଇ ରବିବାର ପଞ୍ଚାୟତ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି। ପ୍ରକାଶ...

Advertisement
Archives

Model This Week