ଆଜିଠୁ ଲାଗୁହେଲା ନୂଆ ମୋଟରଯାନ ଆଇନ, ଜାଣନ୍ତୁ କ’ଣ ରହିଛି ନିୟମ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଗୁରୁବାରଠାରୁ ଲାଗୁ ହୋଇଛି ନୂଆ ନିୟମ। ଏଣିକି ଗାଡ଼ି ଚଳାଇବା ସମୟରେ ଡ୍ରାଇଭିଂ ଲାଇସେନ୍ସ କିମ୍ବା ଗାଡ଼ି କାଗଜପତ୍ରର ମୂଳ କପି ରଖିବା ବାଧ୍ୟତାମୂଳକ ନୁହେଁ।

ମୂଳ କପି ରଖି ନ ଥିଲେ ମଧ୍ୟ ଟ୍ରାଫିକ ପୋଲିସ କୌଣସି ଗାଡ଼ିଚାଳକଙ୍କୁ ଜରିମାନା କରିପାରିବେ ନାହିଁ। ମାତ୍ର ଏନେଇ ଗାଡ଼ିଚାଳକଙ୍କୁ କିଛି ନିୟମ ମାନିବାକୁ ପଡ଼ିବ। ପ୍ରତ୍ୟେକ ଗାଡ଼ି ଚାଳକଙ୍କୁ ନିଜ ଫୋନ୍‌ରେ ଡିଜି ଲକ୍‌ କିମ୍ବା ଏମ୍‌ ପରିବହନ ଆପ୍‌ ଲୋଡ୍‌ କରିବାକୁ ପଡ଼ିବ। ଏହି ଆପ୍‌ରେ ନିଜ ଗାଡ଼ି କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ, ପ୍ରଦୂଷଣ ସାର୍ଟିଫିକେଟ ଆଦିର ଡିଜିଟାଲ କପି ରଖିପାରିବେ। ଏହାକୁ ଦେଖାଇଲେ ଟ୍ରାଫିକ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର…

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ):  କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର…

ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ

ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri