ନୂଆ ପାର୍ଲାମେଣ୍ଟ ବିଲ୍‌ଡିଂ ନିର୍ମାଣ କରିବ ଟାଟା ପ୍ରୋଜେକ୍ଟ

ନୂଆଦିଲ୍ଲୀ,୧୭।୯: ଦେଶର ନୂଆ ପାର୍ଲାମେଣ୍ଟ ବିଲ୍‌ଡିଂକୁ ଟାଟା ପ୍ରୋଜେକ୍ଟସ ଲିମିଟେଡ୍‌ ନିର୍ମାଣ କରିବ। ଏଥିଲାଗି କମ୍ପାନୀ ବୁଧବାର ୮୬୧.୯୦ କୋଟି ଟଙ୍କାର ବିଡ୍‌ ହାସଲ କରିଥିବା ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ ଲାଗି ଏଲ୍‌ ଆଣ୍ଡ ଟି ଲିମିଟେଡ ୮୬୫ କୋଟି ଟଙ୍କା ବିଡ୍‌ ଦାଖଲ କରିଥିବା ବେଳେ ଟାଟା ପ୍ରୋଜେକ୍ଟସ ଲିମିଟେଡ୍‌କୁ ଚୂଡାନ୍ତ କଣ୍ଟ୍ରାକ୍ଟ ମିଳିଛି। ବର୍ତ୍ତମାନର ପାର୍ଲାମେଣ୍ଟ ବିଲ୍‌ଡିଂ ନିକଟରେ ନୂଆ ପ୍ରକଳ୍ପ ସ୍ଥାପନ କରାଯିବା ଯୋଜନା ରହିଛି। ସେଣ୍ଟ୍ରାଲ ଭିଷ୍ଟା ଡେଭଲପମେଣ୍ଟ ପ୍ରକଳ୍ପ ଅଧୀନରେ ପ୍ରସ୍ତାବିତ ଏହି ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯାଉଛି। ପ୍ରକଳ୍ପ କାର୍ଯ୍ୟ ୨୧ ମାସରେ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ସେଣ୍ଟ୍ରାଲ ପବ୍ଲିକ ଓ୍ବାର୍କସ ଡିପାର୍ଟମେଣ୍ଟ(ସିପିଡବ୍ଲ୍ୟୁଡି) ସୂଚନା ମୁତାବକ, ୧୧୮ ପାର୍ଲାମେଣ୍ଟ ହାଉସ ଇଷ୍ଟେଟରେ ନିର୍ମାଣ କରାଯିବ। ଏହି ପ୍ରକଳ୍ପ ଚାଲୁ ରହିବା ସମୟରେ ବର୍ତ୍ତମାନର ପାର୍ଲାମେଣ୍ଟ ବିଲ୍‌ଡିଂ କାର୍ଯ୍ୟ କରିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବଢ଼ିଲା

ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍‌ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨...

୧୫୦୦ ଚାର୍ଜିଂ ଷ୍ଟେଶନ ସ୍ଥାପନ କରିବ ଆଦାନୀ

ନୂଆଦିଲ୍ଲୀ,୨୮।୩: ଆଦାନୀ ଗ୍ରୁପ୍‌ର ଆଦାନୀ ଟୋଟାଲ୍‌ ଗ୍ୟାସ୍‌ ଲିମିଟେଡ୍‌ (ଏଟିଜିଏଲ୍‌) ପକ୍ଷରୁ ସାରା ଦେଶରେ ୧୫୦୦ ଇଲେକ୍ଟ୍ରିକ୍‌ ଭେହିକିଲ୍‌(ଇଭି) ଚାର୍ଜିଂ ଷ୍ଟେଶନ୍‌ ଆରମ୍ଭ କରିବାକୁ ଲକ୍ଷ୍ୟ...

କୋଭିଡ୍‌-୧୯ ଝଟକା ସହିବାକୁ ପ୍ରସ୍ତୁତ ରୁହ: ଆଇଏମ୍‌ଏଫ୍‌

  ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନର କରୋନା ମହାମାରୀ ବିଶ୍ୱର ବିକଶିତ ତଥା ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ଲାଗି ଚ୍ୟାଲେଞ୍ଜିଂ ସ୍ଥିତି ସୃଷ୍ଟି କରିଛି। କରୋନା ପୂର୍ବରୁ ବିଶ୍ୱ...

ଓଡ଼ିଶାରେ ୪୦% ବୃଦ୍ଧି ପାଇଛି ଜିଏସ୍‌ଟି ସଂଗ୍ରହ

କଟକ, ୩।୧୦:  ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହ କ୍ରମାଗତ ବୃଦ୍ଧି ପାଉଥିବା ପରିଲକ୍ଷିତ ହେଉଛି। ୨୦୨୧ ସେପ୍ଟେମ୍ବରରେ ରାଜ୍ୟରେ ମୋଟ ଜିଏସ୍‌ଟି ସଂଗ୍ରହ ୩୩୨୫.୯୪ କୋଟି ଟଙ୍କା ହୋଇଥିବାବେଳେ...

ପଦ ଛାଡ଼ିଲେ ଡବ୍ଲ୍ୟୁଟିଓ ମୁଖ୍ୟ

ଜାତିସଂଘ, ୧୬ା୫ : ମହାମାରୀ କରୋନା ଭୂତାଣୁ କବଳରେ ବିଶ୍ୱ କଲବଲ ହେଉଥିବା ବେଳେ ବାଣିଜି୍ୟକ ଓ ଆର୍ଥତ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏହି...

‘ନିବେଶକଙ୍କୁ ଆକୃଷ୍ଟ କରୁଛି ମ୍ୟୁଚୁଆଲ ଫଣ୍ଡ’

ନୂଆଦିଲ୍ଲୀ,୭ା୧: ବର୍ତ୍ତମାନ ସମୟରେ ମ୍ୟୁଚୁଆଲ ଫଣ୍ଡ ଅବସର ଯୋଜନାଠାରୁ ଆରମ୍ଭକରି ପିଲାମାନଙ୍କ ଜରୁରିକାଳୀନ ଆବଶ୍ୟକତା ପର୍ଯ୍ୟନ୍ତ ସେବା ଓ ସୁବିଧା ଯୋଗାଉଛି। ବିଶେଷ କରି ଏହି...

ଇପିଏଫ୍‌ ଲାଗି ଆଧାର ଲିଙ୍କ ଅବଧି ବଢ଼ିଲା

ନୂଆଦିଲ୍ଲୀ,୧୩।୯: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ(ଇପିଏଫ୍‌ଓ) ପକ୍ଷରୁ ଇପିଏଫ୍‌ ଆକାଉଣ୍ଟଗୁଡିକୁ ଆଧାର ସହ ଲିଙ୍କ କରାଇବାର ଅବଧିକୁ ଡିସେମ୍ବର ୩୧ ଯାଏ ବୃଦ୍ଧି କରାଯାଇଛି। ଏଥି...

ଗ୍ରାମାଞ୍ଚଳରେ କାରର ଚାହିଦା ଅଧିକ

ନୂଆଦିଲ୍ଲୀ,୬।୭ : କରୋନା ମହାମାରୀ ଯୋଗୁ ସହର ତୁଳନାରେ ଗ୍ରାମାଞ୍ଚଳ କ୍ଷେତ୍ରର ସ୍ଥିତି ଉନ୍ନତ ରହିଛି। ଏହି ସମୟରେ ସହରାଞ୍ଚଳର ସ୍ଥିତି ଖରାପ ରହିଛି। ସହରରେ...

Advertisement
Archives

Model This Week