ଅନୁଗୋଳ ବଜାରକୁ ଆସିଲା ନୂଆ ପଲସର ସ୍ପ୍ଲିଟ୍‌ ସିଟ୍‌

ଅନୁଗୋଳ ଅଫିସ, ୨ା୭- ନୂଆ କରି ଆସିଥିବା ବଜାଜ୍‌ ପଲସର ସ୍ପ୍ଲିଟ ସିଟ୍‌-୧୨୫ ସିସି (ବିଏସ୍‌-୬) ଅନୁଗୋଳ ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ଯମୁନା ବଜାଜ୍‌ରେ ବିଭିନ୍ନ ଷ୍ଟାଇଲ୍‌ରେ ଏହି ଗାଡ଼ି ଉପଲବ୍ଧ ଥିବା ଯମୁନା ବଜାଜ୍‌ର ପାର୍ଟନର ଗିରିଜା ଶଙ୍କର ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହାର ଏକ୍ସ-ଶୋରୁମ୍‌ ମୂଲ୍ୟ ୭୯,୯୯୦ ଟଙ୍କା ରହିଛି। ବଜାରକୁ ଆସିଥିବା ବଜାଜ୍‌ ପଲସର ସ୍ପ୍ଲିଟ ସିଟ୍‌-୧୨୫ ସିସି (ବିଏସ୍‌-୬) ଏହି ବଜେଟ୍‌ରେ ସବୁଠାରୁ ଶକ୍ତିଶାଳୀ ବୋଲି କୁହାଯାଇଛି। ଏହି ନୂଆ ଗାଡ଼ି ୬ ମାସ ପୂର୍ବରୁ ଭାରତୀୟ ବଜାରରେ ପ୍ରବେଶ କରିଥିଲା। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ସେଲ୍‌ ମାର୍କ ହାସଲ କରିଥିବାରୁ ଏହି ନୂତନ ଗାଡ଼ିକୁ ଲୋକମାନେ ଗ୍ରହଣ କରିବେ ବୋଲି ଯମୁନା ବଜାଜ୍‌ର ମାଲିକ ଅଗ୍ରୱାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ସ୍ତ୍ରୀଙ୍କ ସହ ଖୋଲନ୍ତୁ ଏହି ଖାତା, ୧୦ବର୍ଷରେ ମିଳିବ ୪୧ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ନିବେଶ…

ସଞ୍ଚୟ ଆରମ୍ଭ କରିବା ପାଇଁ କେବେବି “ଆସନ୍ତାକାଲି” ପାଇଁ ଅପେକ୍ଷା କରିବା ଉଚିତ ନୁହେଁ। ଲୋକମାନେ ପ୍ରାୟତଃ ଭାବନ୍ତି ଯେ ସେମାନେ କେବଳ ସେତେବେଳେ ନିବେଶ କରିବେ…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଏହି ଦିନ ସାରା ଦେଶରେ ବନ୍ଦ ରହିବ ଔଷଧ ଦୋକାନ! ଭାରତ ବନ୍ଦ ଡାକରା ଦେବେ…

ନୂଆଦିଲ୍ଲୀ,୭।୫: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କୌଣସି ସଦସ୍ୟ ନିୟମିତ ଭାବରେ କୌଣସି ରୋଗ ପାଇଁ ଔଷଧ ଖାଆନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

୮,୦୦୦ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଯୋଗାଣରେ ଉନ୍ନତୀକରଣ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଟିପି ସେଣ୍ଟ୍ର୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ବିସିଡିଡି-୨ ଡିଭିଜନ ଅନ୍ତର୍ଗତ ଭରତପୁର ପିଏସ୍‌ଏସ୍‌ଠାରେ ଏକ ୨୫ ଏମ୍‌ଭିଏ ପାୱାର ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ…

Trisha Krishnan ଙ୍କ ୧୦ କୋଟି ଟଙ୍କାର ଘର, ବିଳାସପୂର୍ଣ୍ଣ ମର୍ସିଡିଜ, ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୫।୫: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ Trisha Krishnan ପୁନର୍ୱାର ଚର୍ଚ୍ଚାରେ ଆସିଛନ୍ତି, ତାଙ୍କର ଲକ୍ସୁରିଅସ ଲାଇଫ୍‌ ଷ୍ଟାଇଲ ଓ କୋଟିକୋଟି ସମ୍ପତ୍ତିକୁ ନେଇ। ଏହି…

ବ୍ୟାଙ୍କରେ ୨୧୩ କୋଟି ୧୯ ଲକ୍ଷର ସେୟାର, ବିଜୟ ଥାଲାପଥିଙ୍କ ସମ୍ପତ୍ତି ଜାଣିଲେ କାବା ହୋଇଯିବେ…

ନୂଆଦିଲ୍‌ଲୀ,୫।୫: ୨୦୨୬ ତାମିଲନାଡୁ ବିଧାନସଭା ନିର୍ୱାଚନରେ ଟିଭିକେ ଏକକ ବୃହତ୍ତମ ଦଳ ଭାବରେ ଉଭା ହେବା ସହିତ, ସମସ୍ତଙ୍କ ନଜର ଏହାର ପ୍ରତିଷ୍ଠାତା ଏବଂ ମୁଖ୍ୟ ସି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri