ଜାନୁଆରୀ ୧୫ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା: ନାମ ଯୋଡ଼ିବା, କାଟିବା, ସଂଶୋଧନ ପାଇଁ କରନ୍ତୁ ଏଭଳି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ୨୦୨୧ ପାଇଁ ନୂଆ ଭୋଟର ତାଲିକା ଜାନୁଆରୀ ୧୫ରେ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନାମ ସଂଶୋଧନ ଅଥବା ଯୋଡ଼ିବା ନିମନ୍ତେ ଡିସେମ୍ବର ୧୫ ମଧ୍ୟରେ ଆବେଦନ କରିପାରିବେ। ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ରେ ତାଲିକାରେ ନାମ ଯୋଡ଼ିବା, କାଟିବା ଏବଂ ସଂଶୋଧନ କରିହେବ। ତେବେ ଯୋଡ଼ିବା ଲାଗି ୬, କାଟିବାକୁ ୭ ଏବଂ ସଂଶୋଧନ ପାଇଁ ୮ରେ ଆବେଦନ କରିପାରିବେ। ଏଥିପାଇଁ ନିଜର ଫଟୋ ସହ ବାସସ୍ଥାନ ପ୍ରମାଣ ଲୋଡ଼ା ପଡ଼ିବ। ଏତଦବ୍ୟତିତ ଅନ୍‌ଲାଇନ୍‌ କିମ୍ବା ବୁଥ୍‌ସ୍ତରରେ ପହଞ୍ଚି ଆବେଦନ କରାଯାଇପାରିବ। ଡିସେମ୍ବର ୫ ଓ ୬ରେ ବୁଥ୍‌ରେ ବିଏଲ୍‌ଓ ରହିବେ। ସ୍ବତନ୍ତ୍ର ଅଭିଯାନ ଚାଲିବ। ଆବେଦନପତ୍ରଗୁଡ଼ିକୁ ଡିସେମ୍ବର ୧୫ ରୁ ଜାନୁଆରୀ ୫ ମଧ୍ୟରେ ଯାଞ୍ଚ କରାଯିବ। ଏହାପରେ ଜାନୁଆରୀ ୧୫ରେ ନୂଆ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଲୋହାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?