ସୁଖ ସମୃଦ୍ଧି ଆଣିବ ନୂତନ ବର୍ଷ

ପ୍ରାୟ ସମସ୍ତଙ୍କର ଇଚ୍ଛା ଥାଏ ନୂଆବର୍ଷଟି ଯେମିତି ସୁଖ ଓ ସମୃଦ୍ଧିମୟ ହେଉ। ସେଥିପାଇଁ ବାସ୍ତୁଶାସ୍ତ୍ରରେ କିଛିଟା ସହଜ ଉପାୟ କୁହାଯାଇଛି; ଯାହାକୁ ଆପଣାଇଲେ ନୂଆବର୍ଷଟି ସମସ୍ତଙ୍କ ପାଇଁ ସୁଖମୟ ହେବ…

* ନୂଆବର୍ଷ ପାଇଁ ଘରେ ନୂଆ କ୍ୟାଲେଣ୍ଡର ଲଗାଇବା ଏକ ସାଧାରଣ କଥା। କିନ୍ତୁ କ୍ୟାଲେଣ୍ଡରକୁ ଘରର ପୂର୍ବ ଦିଗରେ ଲଗାଇଲେ ଶୁଭଫଳ ମିଳିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ବିଶେଷକରି ସୂର୍ଯ୍ୟୋଦୟର ଫଟୋ ଲାଗିଥିବା କ୍ୟାଲେଣ୍ଡରକୁ ଏହି ଦିଗରେ ଲଗାଇଲେ ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ ରହିଛି।

* ଘରର ଉନ୍ନତି ପାଇଁ ଅନେକେ ନୂଆବର୍ଷ ଅବସରରେ ଘରକୁ ଭଗବାନ ଗଣେଶଙ୍କର ମୂର୍ତ୍ତି ହେଉ କି ଲାଫିଙ୍ଗ୍‌ ବୁଦ୍ଧ ଅବା କଇଁଛର ପ୍ରତିମା ଆଣିଥାନ୍ତି। ତେବେ ଗଣେଶଙ୍କ ପ୍ରତିମା ରଖିବା ପାଇଁ ଘରର ଉତ୍ତର, ଉତ୍ତର-ପୂର୍ବ ତଥା ପଶ୍ଚିମ ଦିଗ ସର୍ବୋତ୍ତମ ହୋଇଥିବାବେଳେ ଲାଫିଙ୍ଗ୍‌ ବୁଦ୍ଧ ପାଇଁ ଦକ୍ଷିଣ-ପୂର୍ବ ଦିଗ ଏବଂ କଇଁଛ ପ୍ରତିମା ପାଇଁ ଉତ୍ତର ଦିଗ ସବୁଠୁ ଭଲ ହୋଇଥାଏ।

* ସେହିପରି ନୂଆବର୍ଷ ଦିନ ସକାଳୁ ଉଠି ପାଣିରେ ଲୁଣ ପକାଇ ଘରକୁ ଭଲ ଭାବେ ପୋଛିଦେଲେ ଘରେ ଥିବା ନକାରାତ୍ମକ ଊର୍ଜା ଦୂର ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।

* ଅନ୍ୟପକ୍ଷେ ନୂଆବର୍ଷ ଦିନ ଘରେ ସୂର୍ଯ୍ୟୋଦୟର ଫଟୋ ହେଉ ଅବା ଫୁଲଭରା ବଗିଚାର ଫଟୋ ଲଗାଇବା ବି ଘର ପାଇଁ ସୁଖଶାନ୍ତି ଆଣିଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର

ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri