ଗରିବୀ ପାଇଁ ନବଜାତ ଶିଶୁକୁ ସମ୍ପର୍କୀୟଙ୍କୁ ଟେକି ଦେଇଥିଲେ ମା’ବାପା, ଖବରପାଇ ଅଚାନକ ପହଞ୍ଚିଲା…

ବଲାଙ୍ଗୀର, ୨୮।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କନ୍ଦାଜୁରି ଗାଁରୁ ବେଆଇନ ଭାବେ ହସ୍ତାନ୍ତରିତ ଦୁଇ ନବଜାତ ଶିଶୁକୁ ଜିଲା ଶିଶୁ ସୁରକ୍ଷା ୟୁନିଟର ଉଦ୍ଧାରକାରୀ ଦଳ ବେଲପଡା ବ୍ଳକର ଏକ ଗାଁ ଓ ସୁବର୍ଣ୍ଣପୁର ଜିଲା ତରଭା ଥାନା ଅନ୍ତର୍ଗତ ଏକ ଗାଁରୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଉତ୍କଟ ଗରିବୀ ଯୋଗୁଁ ଦୁଇ ନବଜାତ ଶିଶୁଙ୍କୁ ତାଙ୍କ ମାତା ପିତା ନିଜର ଦୁଇ ସମ୍ପର୍କୀୟଙ୍କୁ ଟେକି ଦେଇଥିଲେ। କୌଣସି ସୂତ୍ରରୁ ଖବରପାଇ ଜିଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲା ପ୍ରଶାସନର ଟିମ ହସ୍ତାନ୍ତରିତ ଶିଶୁକୁ ଉଦ୍ଧାର କରିଛନ୍ତି। ଉଦ୍ଧାର ଶିଶୁ ସୁରକ୍ଷିତ ଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁପମା ପ୍ରଧାନ ସୂଚନା ଦେଇଛନ୍ତି। ଉଦ୍ଧାର ଦୁଇ ଶିଶୁ ପେଲେସ ଲାଇନ ସ୍ଥିତ ସ୍ବତନ୍ତ୍ର ପୌଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର (ଏସଏଏ)ରେ ରଖାଯାଇଥିବା ଜଣାପଡିଛି। ଅନ୍ୟପଟେ ନିଜର ଦୁଇ ଶିଶୁକୁ ପ୍ରଶାସନିକ ଟିମ ଉଠାଇ ଆଣିଥିବା ଜାଣିବା ପରେ ସମ୍ପୃକ୍ତ ଦମ୍ପତି ଆଲୋଚନା କରିବାକୁ ଜିଲା ଶିଶୁ ସୁରକ୍ଷା ୟୁନିଟ କାର୍ଯ୍ୟାଳୟକୁ ଆସିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri