ଲୁଗା ଗୁଡ଼େଇ ଫିଙ୍ଗିଦେଲେ ନବଜାତ ଶିଶୁକୁ: ବର୍ଷା ପାଣିରେ ଭାସି ଲାଗିଲା କେନାଲରେ

ବଲାଙ୍ଗୀର ଅଫିସ,୧୨।୯: ବଲାଙ୍ଗୀର ସହର ତୁଳସୀନଗରର ମହାରାଣୀ ସାଗର ସରପ୍ଲସ କେନାଲରୁ ରବିବାର ଜଣେ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଶିଶୁଟିକୁ ଲୁଗା ଗୁଡ଼େଇ ଫିଙ୍ଗା ଯାଇଥିବା ବେଳେ ବର୍ଷାପାଣିରେ ଭାସି ଆସିବା ପରେ ସରପ୍ଲସ କେନାଲରେ ପଡ଼ିଥିବା ଦେଖାଯାଇଛି। କିଏ ଓ କାହିଁକି ଏହି ନବଜାତ ଶିଶୁକୁ ଫିଙ୍ଗିଛି ତାହା ସ୍ପଷ୍ଟ ହୋଇନାହିଁ। ସହରରେ ବେଆଇନ ଭ୍ରୂଣ ଚିହ୍ନଟ ଘଟଣା ବୃଦ୍ଧି ପାଉଥିବା ଆଲୋଚନାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଚର ଜମିରୁ ମୋରମ ଚାଲାଣକୁ ବିରୋଧ

ବଡ଼ସାହି,୧୯ା୧୧(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଭୀମଦା ପଞ୍ଚାୟତ ଟିକାୟତପୁର ଗ୍ରାମରେ ଥିବା ଗୋଚର ଜମିରୁ ବେଆଇନ ମୋରମ ଚାଲାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏନେଇ ସେମାନେ...

ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ, ଭିଡିଓ ଭାଇରାଲ

ଦିଗପହଣ୍ଡି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗଁାର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ଭାଇରାଲ ପରେ ତାଙ୍କ ବାହାଘର...

ଆଖି ବୁଜିଲେ ପେଟ ବାହାରେ ପାକସ୍ଥଳୀ ଥିବା ଶିଶୁ

ବରଗଡ଼ ଅଫିସ,୨୦।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପେଟ ବାହାରେ ପାକସ୍ଥଳୀ ରହିଥିବା ଅବସ୍ଥାରେ ଜନ୍ମ ନେଇଥିବା ନବଜାତ ଶିଶୁପୁତ୍ରଙ୍କ ଶନିବାର ସକାଳୁ...

ନାବାଳିକା ଗର୍ଭବତୀ ଘଟଣା: ଅଭିଯୁକ୍ତ କୋର୍ଟ ଚାଲାଣ

ତୁମୁଡିବନ୍ଧ,୨୦ା୭(ଡି.ଏନ୍‌.ଏ.) -କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ରାଙ୍ଗାପାରୁ ଏଜୁକେଶନ କମ୍ପ୍ଲେକ୍ସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ...

ହାଇ ଭୋଲ୍‌ଟେଜ ଡ୍ରାମାରେ ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷ ନିର୍ବାଚନ

ଗୁଣପୁର,୧୩।୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷ ନିର୍ବାଚନ ହାଇ ଭୋଲ୍‌ଟେଜ ଡ୍ରାମାରେ ଶେଷ ହୋଇଛି। ରବିଶଙ୍କର ଗମାଙ୍ଗ କଂଗ୍ରେସ ସମର୍ଥନରେ ବ୍ଲକ ଅଧ୍ୟକ୍ଷ ହେବାରେ...

ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକସଦର,୨୬।୧୧(ଡି.ଏନ୍‌.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ...

ଅତ୍ୟାବଶ୍ୟକ ସେବା ପାଇଁ ୮ ଅଟୋ

କଟକ ଅଫିସ୍‌,୨୭ା୩: ଲକ୍‌ଡାଉନ୍‌ ଯୋଗୁ କଟକ ସହରରେ ଅଟୋରିକ୍ସା ଚଳାଚଳ ପ୍ରଭାବିତ ହୋଇଛି। ଜରୁରୀ ପରିସ୍ଥିତିରେ ମଧ୍ୟ ଲୋକେ ଅଟୋରିକ୍ସା ପାଇପାରୁନାହାନ୍ତି। ଏଭଳି ସମୟରେ ସହାୟତା...

ପରିଚାଳନାଗତ ତ୍ରୁଟିରୁ ରାଜସ୍ଵ କ୍ଷତି

କଟକ ଅଫିସ,୪।୯: ସହରର ବିକାଶ ଲକ୍ଷ୍ୟରେ ଦୀର୍ଘ ୪ଦଶନ୍ଧି ତଳେ କଟକ ଡେଭଲପମେଣ୍ଟ ଅଥରିଟି (ସିଡିଏ) ଗଠନ ହୋଇଥିଲା। ଗତ ୧ତାରିଖରେ ଏହା ୩୯ବର୍ଷ ପୂରଣ...

Advertisement
Archives

Model This Week