ଭୁଶୁଡ଼ିଲା ନବନିର୍ମିତ ରେଳପଥ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ,୨୧ା୮(ଡି.ଏନ.ଏ.): ହରିଦାସପୁର-ପାରାଦୀପ ରେଳପଥର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଯଦୁପୁର ନିକଟ ଖସାଡିଠାରେ ବୁଧବାର ସନ୍ଧ୍ୟାରେ ୩୦ଫୁଟ ଚଉଡାର ରେଳପଥ ଭୁଶୁଡି ପଡିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ନବନିର୍ମିତ ଏହି ରେଳପଥ ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ନେଇ ସ୍ଥାନୀୟ ଗ୍ରାମବାସୀ ଗୁରୁବାର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଗ୍ରାମର ହରିଶ ମହାନ୍ତି କହନ୍ତି, ପୂର୍ବରୁ ଏହି ଅଞ୍ଚଳରେ ମାଟି ଧସି ପାଖରେ ଥିବା ୬ଟି ଘର ଭାଙ୍ଗିଯାଇଛି। ପୁନର୍ବାର ଗତ ସନ୍ଧ୍ୟାରେ ରେଳପଥରୁ ମାଟି ଓ ଗୋଡି ଖସିବା ଫଳରେ ରେଳପଥ ନିର୍ମାଣରେ ଅନିୟମିତତା ହୋଇଥିବା ସ୍ପଷ୍ଟ ହୋଇଛି। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହାର ତଦନ୍ତ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତିମ ସଂସ୍କାର ପାଇଁ ଯିବା ସମୟରେ ମହୁମାଛି ଆକ୍ରମଣ: ୪ ଆହତ

ପାପଡାହାଣ୍ଡି,୨୩।୩(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଜଟାବାଲ ପଞ୍ଚାୟତ ଜାମ୍ବଗୁଡା ଗ୍ରାମଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ମୃତଦେହ ସତ୍କାର ପାଇଁ ଯିବା ସମୟରେ...

କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍‌ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍‌ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ...

ଭୋଟ ଗଣତି କେନ୍ଦ୍ରରୁ ଫେରିଲା ବେଳେ ଦୁର୍ଘଟଣା, ଗଲା ୫ ଜୀବନ

ଖମାର,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ୧୪୯ ନମ୍ବର ଜାତୀୟ ରାଜପଥ ଖମାର ଥାନା ଅନ୍ତର୍ଗତ କଣ୍ଟିଆପସି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା...

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର...

ଡାକ୍ତରଙ୍କୁ ମିଳୁନି କାଗଜ:ଆଟାରେ ଲେଖିଲେ ପ୍ରେସ୍‌କ୍ରିପସନ୍‌

ରଣପୁର,୨୫।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁରସ୍ଥିତ ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟର ଜଣେ ଡାକ୍ତର ଆଟାରେ ପ୍ରେସ୍‌କ୍ରିପସନ୍‌ ଲେଖିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ...

ଗ୍ରାସୀମ କମ୍ପାନୀକୁ ମିଳିଲା ଗ୍ଲୋବାଲ ଏନଭାରମେଣ୍ଟ ଆୱାର୍ଡ

ଗଞ୍ଜାମ,୨୬।୮(ଡି.ଏନ୍‌.ଏ ) ଗଞ୍ଜାମ ଜିଲା ସ୍ଥିତ ଗ୍ରାସୀମ କମ୍ପାନୀକୁ ମିଳିଲା ଗ୍ଲୋବାଲ ଏନଭାରମେଣ୍ଟ ୨୦୨୨ ଆୱାର୍ଡ l ନୂଆଦିଲ୍ଲୀର ଏକ କାର୍ଯ୍ୟକ୍ରମରେ ଏନ୍‌ଏରଜି ଓ ଏନଭାରମେଣ୍ଟ...

ଚଳନ୍ତା କାର୍‌ରେ ଲାଗିଗଲା ନିଆଁ

କେନ୍ଦୁଝର,୨୦(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଯାଇଥିବା ଏନ୍‌ଏଚ୍‌ ୪୯ନଂ ଜାତୀୟ ରାଜପଥ ମେଡ଼ିକାଲ କଲେଜ ସମ୍ମୁଖ ଫ୍ଲାଇଓଭରେ ଏକ ଚଳନ୍ତା କାର୍‌ରେ ନିଆଁ ଲାଗିଯାଇଛି। ଗାଡି...

ବିନା ଶ୍ରଦ୍ଧାଳୁରେ ମାଘ ସପ୍ତମୀ ବୁଡ଼

କୋଣାର୍କ,୮।୨(ଡି.ଏନ୍‌.ଏ.): ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ କରୋନା କଟକଣା ଯୋଗୁ ବିନା ଶ୍ରଦ୍ଧାଳୁରେ ମାଘସପ୍ତମୀ ବୁଡ଼ ସମାପନ ହୋଇଛି। ସୋମବାର ଭୋର ରାତି ୪ଟାରେ...

Advertisement
Archives

Model This Week