Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁଲେ ନବଦମ୍ପତି

ଥିରୁଭାନନ୍ତପୁରମ୍‌,୧୭।୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାରର ୬ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳର ଏକ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ବୁଧବାର ସକାଳେ ପ୍ରବଳ ଥଣ୍ଡା ସତ୍ତ୍ୱେ ପ୍ରଧାନମନ୍ତ୍ରୀ ମୋଦି ଧଳା ଧୋତି, କୁର୍ତ୍ତା ଏବଂ ଶାଲ୍‌ ପିନ୍ଧି କେରଳର ଗୁରୁବାୟୁର ମନ୍ଦିରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କେରଳର ଗୁରବାୟୁର ମନ୍ଦିରରେ ଚଳଚ୍ଚିତ୍ର ଅଭିନେତା ତଥା ରାଜନେତା ସୁରେଶ ଗୋପୀଙ୍କ ଝିଅଙ୍କ ବିବାହ ଉତ୍ସବରେ ଯୋଗ ଦେଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନବ ବିବାହିତ ଦମ୍ପତିଙ୍କୁ ଆଶୀର୍ବାଦ ଦେଇଥିଲେ। ଏହି ଅବସରରେ ପ୍ରସିଦ୍ଧ ଚଳଚ୍ଚିତ୍ର ଅଭିନେତା ମୋହନଲାଲ ଏବଂ ଅନ୍ୟାନ୍ୟ ସେଲିବ୍ରିଟି ମଧ୍ୟ ଉପସ୍ଥିତ ଥିଲେ। ପିଏମ ମୋଦିଙ୍କ ପାଦ ଛୁଇଁ ନବଦମ୍ପତି ଆଶୀର୍ବାଦ ମଧ୍ୟ ନେଇଥିଲେ। ଏହି ସମୟରେ ଉଭୟ ମୋଦିଙ୍କ ସହ ଫଟୋଗ୍ରାଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ୍‌ରୁ ବଞ୍ଚିତ ବନ୍ୟା ବିପନ୍ନ, ଗୁହାରି ଶୁଣିବା ବଦଳରେ ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି ବିପର୍ଯ୍ୟୟ। ଘରଦ୍ୱାର ଉଜାଡ଼ିବା ସହ ଲୋକଙ୍କ ମୁହଁରୁ ଆହାର ଛଡ଼ାଇ…

ବନ୍ୟା ଦୁର୍ଦ୍ଦଶା ମଧ୍ୟରେ ପୁଣି ବାତ୍ୟା ଆଶଙ୍କା, ଚିନ୍ତାରେ ଗଞ୍ଜାମବାସୀ, ମୁକାବିଲା ପାଇଁ ଜିଲା ପ୍ରଶାସନ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ବି ସ୍ବାଭାବିକ ହୋଇନାହିଁ। ବିଭିନ୍ନ ଅଞ୍ଚଳରେ ବନ୍ୟାଜଳ ଜମି ରହିଥିବାରୁ…

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ…

ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ଫାଶରେ ପଡ଼ିଲା ଷଣ୍ଢ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ଅଧୀନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଇଲାକାରେ ଅବାଧ ବନ୍ୟଜନ୍ତୁ ଶିକାର ଦିନକୁ ଦିନ ବଢ଼ି ଚାଲିଛି। ସାନଖେମୁଣ୍ଡି…

ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍‌ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ…

ବନ୍ୟା ବାତ୍ୟା ଟଳିଲା, ବଢ଼ିଲା ଲୋକଙ୍କ ଦୁର୍ଦ୍ଦଶା, ବିପନ୍ନଙ୍କ ନିକଟରେ ଯୁବ ସ୍ବେଚ୍ଛାସେବୀ ପହଞ୍ଚି…

ଗଞ୍ଜାମ,୧ା୧୧(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବିଶେଷ କ୍ଷତି ଗ୍ରସ୍ତ ହୋଇଛି ଗଞ୍ଜାମ ଜିଲା। ଏହି ବ୍ଲକର ଅଧିକାଂଶ ପଞ୍ଚାୟତ ଲଗାଣ ବର୍ଷା ଓ ପବନ ଯୋଗୁ…

ବନ୍ୟାରେ ଫସଲ ନଷ୍ଟ, ଜମି ବିବାଦକୁ ନେଇ ଚିନ୍ତିତ ଥିଲେ ଚାଷୀ: ଶେଷରେ କୀଟନାଶକ ପିଇ…

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ୍‌ରେ ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବନ୍ୟାରେ ଫସଲ ନଷ୍ଟ…

ପଞ୍ଜାବ ନିର୍ବାଚନ ପୂର୍ବରୁ AAPକୁ ଲାଗିଲା ବଡ଼ ଝଟକା

ଚଣ୍ଡିଗଡ଼,୧।୧୧: ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ଏକ ବଡ଼ ଝଟକା ପାଇଛି। ପଟିଆଲା ଜିଲାର ଦୁଇଟି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକମାନେ ଦଳର ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?