ମୋଦିଙ୍କ ଗସ୍ତର ୨୪ଘଣ୍ଟା ମଧ୍ୟରେ ଆସିଲା ଖବର, ଋଷିଆ-ୟୁକ୍ରେନ ମଧ୍ୟରେ ବଡ଼ ବୁଝାମଣା

କିଭ୍‌/ମସ୍କୋ,୨୪।୮: ଋଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ବଡ ଖବର ସାମ୍ନାକୁ ଆସୁଛି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୟୁକ୍ରେନ ଗସ୍ତର ୨୪ ଘଣ୍ଟାରୁ କମ ସମୟ ମଧ୍ୟରେ ଦୁଇ ଦେଶ ଏକ ବଡ଼ ବୁଝାମଣା କରିଛନ୍ତି । ଏହି ଚୁକ୍ତି ପରେ ଋଷିଆ ଓ ୟୁକ୍ରେନ ଆଜି ୧୧୫ ଜଣ ଲେଖାଏଁ କଏଦୀଙ୍କୁ ବିନିମୟ କରିବାକୁ ଯାଉଛନ୍ତି। ୟୁଏଇ ମଧ୍ୟସ୍ଥତାରେ ଏହି ବୁଝାମଣା ହୋଇଛି ବୋଲି ଋଷିଆର ସରକାରୀ ସମ୍ବାଦ ସରବରାହ ସଂସ୍ଥା ଟାସ ରିପୋର୍ଟ କରିଛି ।

ୟୁଏଇର ଜଣେ ଅଧିକାରୀ କହିଛନ୍ତି, ଚଳିତ ମାସରେ ୟୁକ୍ରେନ ରୁଷିଆ ଭିତରେ ପଶି ଆକ୍ରମଣ କରିବା ପରେ ଏହା ପ୍ରଥମ କଏଦୀ ବିନିମୟ। ୟୁଏଇ ଅଧିକାରୀ ଜଣକ ନାମ ଗୋପନ ରଖିବା ସର୍ତ୍ତରେ ଏହି କଥା କହିଛନ୍ତି। କାରଣ ଏ ପର୍ଯ୍ୟନ୍ତ ସବିଶେଷ ତଥ୍ୟ ସାର୍ବଜନୀନ ହୋଇନାହିଁ।

ସୂଚନାଥାଉ କି, ଦୁଇ ଦେଶ ମଧ୍ୟରେ ଗତ ଅଢେଇ ବର୍ଷ ଧରି ଚାଲିଥିବା ଶାନ୍ତି ଉଦ୍ୟମ ମଧ୍ୟରେ ଯୁଦ୍ଧବନ୍ଦୀ ଅଦଳବଦଳ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି । ଗତକାଲି ହୋଇଥିବା ମୋଦିଙ୍କ ୟୁକ୍ରେନ ଗସ୍ତ ଉପରେ ସମଗ୍ର ବିଶ୍ବର ନଜର ଥିଲା । ଏବେ ସେ ଦିଗକୁ ଅଗ୍ରସର ହେଉଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା ଲଣ୍ଡନର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri