ଏହି ସେଲିବ୍ରିଟିଙ୍କ ବିବାହ ବିଚ୍ଛେଦ ଖବର ଭାଙ୍ଗିିଥିଲା ପ୍ରଶଂସକଙ୍କ ହୃଦୟ : ୧୬ ବର୍ଷ ସମ୍ପର୍କ ପରେ…

ଫିଲ୍ମ ଇଣ୍ଡଷ୍ଟ୍ରି ଏପରି ଏକ ସ୍ଥାନ ଯେଉଁଠାରେ ସମ୍ପର୍କ ଯୋଡ଼ିବା ବା ଛିଡ଼ିବା ଖବର ପ୍ରଶଂସକଙ୍କୁ ସର୍ବଦା ଆଶ୍ଚର୍ଯ୍ୟ କରିଥାଏ। ଏହି ସମ୍ପର୍କ ଗଢ଼ିବା ପାଇଁ ଅନେକ ସମୟ ଲାଗିଥାଏ ହେଲେ ଭାଙ୍ଗିବାକୁ ଖୁବ କମ ସମୟ ନେଇଥାଏ। ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ଏପରି ଅନେକ ଦମ୍ପତି ଅଛନ୍ତି, ଯାହାଙ୍କ ବିବାହ ବିଚ୍ଛେଦ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଦେଇଥିଲା। ତେବେ ବିବାହ ବିଚ୍ଛେଦ ପରେ ଚର୍ଚ୍ଚାକୁ ଆସିଥିବା ଏବଂ ତାଙ୍କ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଦେଇଥିବା ସେଲିବ୍ରିଟିଙ୍କ ମଧ୍ୟରୁ ପ୍ରଭୁଦେବା ଅନ୍ୟତମ …

ପ୍ରଭୁଦେବା ରାମଲାଥ

ବଲିଉଡରୁ ସାଉଥ ସିନେମା ପର୍ଯ୍ୟନ୍ତ ଡ୍ୟାନ୍ସ ପାଇଁ ଜଣାଶୁଣା ପ୍ରଭୁଦେବା ଜଣେ ସଫଳ କୋରିଓଗ୍ରାଫର, ଏହା ସହ ଜଣେ ସଫଳ ନିର୍ଦ୍ଦେଶକ । କିନ୍ତୁ ପରଦାରେ ସଫଳତା ପାଇଥିବା ପ୍ରଭୁଦେବାଙ୍କ ବିବାହିତ ଜୀବନ ସଫଳ ହୋଇନଥିଲା। ୧୯୯୫ରେ ରାମଲଥଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ପ୍ରଭୁଦେବା। ୨୦୧୧ରେ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା। ଏହି ଦୁଇଜଣଙ୍କର ସମ୍ପର୍କ ୧୬ ବର୍ଷ ଧରି ଭଲରେ ଚାଲିଥିଲା। କିନ୍ତୁ ପାରସ୍ପରିକ ମତଭେଦ ହେତୁ ସେମାନେ ଅଲଗା ହୋଇଗଲେ। ପରେ ଅଭିନେତ୍ରୀ ନୟନତାରାଙ୍କ ସହ ପ୍ରଭୁଦେବାଙ୍କ ନାମ ଯୋଡ଼ା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri