Posted inଖେଳ

୨୦୨୫ ଏସିଆ କପ: ଏଥର ଦିନିକିଆ ବଦଳରେ ଟି -୨୦ ଫର୍ମାଟରେ ଖେଳାଯିବ, ହୋଷ୍ଟ କରିପାରେ ଏହି ଦେଶ

ନୂଆଦିଲ୍ଲୀ,୩୦।୧: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଏସିଆ କପ ୨୦୨୩ ଟାଇଟଲ ଜିତିଥିଲା । ତେବେ ଏସିଆ କପ ୨୦୨୫ ପୂର୍ବରୁ ବଡ ଖବର ସାମ୍ନାକୁ ଆସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଏସିଆ କପ ୨୦୨୫ର ଫର୍ମାଟ ବଦଳିଯିବ। ବାସ୍ତବରେ ଏସିଆ କପ ଦିନିକିଆ ଫର୍ମାଟରେ ଖେଳାଯାଏ. କିନ୍ତୁ ଏସିଆ କପ ୨୦୨୫ ଦିନିକିଆରେ ନୁହେଁ ବରଂ ଟି -୨୦ ଫର୍ମାଟରେ ଖେଳାଯିବ ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଓମାନ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ଏସିଆ କପ ୨୦୨୫ ଆୟୋଜନ କରିବାକୁ ଆଗେଇ ଆସୁଛନ୍ତି। ବିଶ୍ୱାସ କରାଯାଏ ଯେ ଓମାନ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ଏସିଆ କପ ୨୦୨୫ର ଆୟୋଜନ କରିପାରନ୍ତି, କିନ୍ତୁ ଖବର ଲେଖିବା ପର୍ଯ୍ୟନ୍ତ କୌଣସି ସରକାରୀ ସୂଚନା ପ୍ରକାଶ କରାଯାଇନାହିଁ। ତଥାପି, ଏସିଆ କପ ୨୦୨୫ର ଫର୍ମାଟ ପରିବର୍ତ୍ତନ ହେବା ପ୍ରାୟ ନିଶ୍ଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri