ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି।
ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।
୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ସୁପ୍ରିମକୋର୍ଟ କହିଛନ୍ତି, ଏହି ନିର୍ଦ୍ଦେଶ ଆଗାମୀ ୨ ମାସ ଯାଏ ଜାରି ରହିବ। ଅର୍ଥାତ୍‌ ନଭେମ୍ବର ୩ ଯାଏ କିସ୍ତି ପ୍ରଦାନ ନ କରିବା କ୍ଷେତ୍ରରେ ଆକାଉଣ୍ଟ ଏନ୍‌ପିଏ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

ସୁନା ନ କିଣିବା ପାଇଁ କାହିିଁକି ଅପିଲ କଲେ ପ୍ରଧାନମନ୍ତ୍ରୀ, ୧୯୮୦ରେ ଘଟିଥିଲା କ’ଣ? ଜାଣିଲେ ଆପଣ ବି…

ନୂଆଦିଲ୍ଲୀ,୧୧।୫: ଗତ ଦେଢ଼ ବର୍ଷ ମଧ୍ୟରେ ସୁନାର ବୃଦ୍ଧି ପାଉଥିବା ମୂଲ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ ଭାରତରେ ପ୍ରତି ୧୦ ଗ୍ରାମ ପିଛା ୨୪ କ୍ୟାରେଟ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ସ୍ତ୍ରୀଙ୍କ ସହ ଖୋଲନ୍ତୁ ଏହି ଖାତା, ୧୦ବର୍ଷରେ ମିଳିବ ୪୧ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ନିବେଶ…

ସଞ୍ଚୟ ଆରମ୍ଭ କରିବା ପାଇଁ କେବେବି “ଆସନ୍ତାକାଲି” ପାଇଁ ଅପେକ୍ଷା କରିବା ଉଚିତ ନୁହେଁ। ଲୋକମାନେ ପ୍ରାୟତଃ ଭାବନ୍ତି ଯେ ସେମାନେ କେବଳ ସେତେବେଳେ ନିବେଶ କରିବେ…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଏହି ଦିନ ସାରା ଦେଶରେ ବନ୍ଦ ରହିବ ଔଷଧ ଦୋକାନ! ଭାରତ ବନ୍ଦ ଡାକରା ଦେବେ…

ନୂଆଦିଲ୍ଲୀ,୭।୫: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କୌଣସି ସଦସ୍ୟ ନିୟମିତ ଭାବରେ କୌଣସି ରୋଗ ପାଇଁ ଔଷଧ ଖାଆନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

୮,୦୦୦ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଯୋଗାଣରେ ଉନ୍ନତୀକରଣ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଟିପି ସେଣ୍ଟ୍ର୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ବିସିଡିଡି-୨ ଡିଭିଜନ ଅନ୍ତର୍ଗତ ଭରତପୁର ପିଏସ୍‌ଏସ୍‌ଠାରେ ଏକ ୨୫ ଏମ୍‌ଭିଏ ପାୱାର ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ…

Trisha Krishnan ଙ୍କ ୧୦ କୋଟି ଟଙ୍କାର ଘର, ବିଳାସପୂର୍ଣ୍ଣ ମର୍ସିଡିଜ, ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୫।୫: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ Trisha Krishnan ପୁନର୍ୱାର ଚର୍ଚ୍ଚାରେ ଆସିଛନ୍ତି, ତାଙ୍କର ଲକ୍ସୁରିଅସ ଲାଇଫ୍‌ ଷ୍ଟାଇଲ ଓ କୋଟିକୋଟି ସମ୍ପତ୍ତିକୁ ନେଇ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri