ଇଭିଏମ୍‌ରେ ହେବ ପୌର ନିର୍ବାଚନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ(ଇଭିଏମ୍‌)ରେ ହେବ। ସର୍ବଦଳୀୟ ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ଗୁରୁବାର ଏହି ସୂଚନା ଦେଇଛନ୍ତି। ତେବେ ଗୋଟିଏ ବୁଥ୍‌ରେ ଦୁଇଟି ଲେଖାଏ ଇଭିଏମ୍‌ ରଖାଯିବ। ଗୋଟିଏ ଇଭିଏମ୍‌ କାଉନ୍‌ସିଲର/କର୍ପୋରେଟରଙ୍କୁ ଭୋଟ୍‌ ପାଇଁ ଉଦ୍ଦିଷ୍ଟ ରହିବ। ଅନ୍ୟ ଇଭିଏମ୍‌ଟି ପୌରାଧ୍ୟକ୍ଷ/ ମେୟରଙ୍କୁ ଭୋଟ୍‌ ଦେବାକୁ ଉଦ୍ଦିଷ୍ଟ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri