ଆସନ୍ତା ଦୁଇଦିନ ଝଡ଼ବର୍ଷା, ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଗତ କିଛିଦିନ ହେବ କାଳବୈଶାଖୀ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିଛି। ଆସନ୍ତା ଦୁଇଦିନ ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୋନପୁର, ଯାଜପୁର ଏବଂ ଭଦ୍ରକ। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ୟେଲୋଓ୍ବାର୍ନିଂ ଜାରି କରିଛି। ଏହାଛଡ଼ା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଟିଟିଲାଗଡ଼ରେ ସର୍ବାଧିକ ୩୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୩୮, ସୁନ୍ଦରଗଡ଼ରେ ୩୭.୫, ତାଳଚେରରେ ୩୭.୩ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri