ଅତିରିକ୍ତ ତଥ୍ୟ ମାଗିଲେ ଏନ୍‌ଏଚ୍‌ଆର୍‌ସି

କେନ୍ଦୁଝର, ୨୭।୨ (ସ୍ବ.ପ୍ର.): ଟାଉନ ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ନାବାଳିକା ଘଟଣାକୁ ନେଇ ଅତିରିକ୍ତ ତଥ୍ୟ ଦେବାକୁ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଜିଲାପାଳ ଓ ଏସ୍‌ପିଙ୍କୁ ଆଦେଶ କରିଛନ୍ତି। ଉକ୍ତ ନାବାଳିକା ଉଦ୍ଧାର ହୋଇଥିଲେ ହେଁ ଅଭିଯୁକ୍ତ ବିରୋଧରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏବଂ ପିଡିତାଙ୍କୁ କଣ କ୍ଷତିପୂରଣ ବାବଦକୁ ଅର୍ଥ ଦିଆଯାଇଛି ସେ ନେଇ ତଥ୍ୟ ମାଗିବା ସହ ଏପ୍ରିଲ ୪ ତାରିଖ ସୁଦ୍ଧା ଦେବାକୁ ଆଦେଶ କରିଥିବା ମାନବାଧିକାର କର୍ମୀ ହିମାଂଶୁ ନାୟକ ସୂଚନା ଦେଇଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରିଥିବା ଜଣାଇଥିଲେ। ଉକ୍ତ ନାବାଳିକାଙ୍କୁ ତା ୩।୧୧।୨୦୨୧ ରିଖରେ ଖୋର୍ଦ୍ଧାରୁ ଅଭିଯୁକ୍ତଙ୍କ ଘରୁ ଉଦ୍ଧାର କରାଯାଇଥିବା ଏବଂ ଡାକ୍ତରୀ ପରୀକ୍ଷା ପରେ ମୁକ୍ତାକାଶ କେନ୍ଦ୍ରକୁ ପଠାଯାଇଥିବା ପୋଲିସ କମିଶନକୁ ଜଣାଇଥିଲେ। ତେବେ ଅଭିଯୁକ୍ତ ଗିରଫ ହୋଇ ନ ଥିବା ବେଳେ ପିଡିତାଙ୍କୁ କ୍ଷତିପୂରଣ ବାବଦକୁ ଅର୍ଥ ମିଳିଛି କି ନାହିଁ ସୂଚନା ଦିଆଯାଇ ନ ଥିବାରୁ କମିଶନ ସବିଶେଷ ତଥ୍ୟ ମାଗିଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri