ନାମାଙ୍କନପତ୍ରରେ ଦସ୍ତଖତ କଲେ ଓଡ଼ିଶାର ୨ କ୍ୟାବିନେଟ୍‌ ମନ୍ତ୍ରୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଭରିବେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ତେବେ ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଥା ହୋଇଥିଲେ। ନାମାଙ୍କନପତ୍ର ଦାଖଲ ସମୟରେ ବିଜେଡିର ଦୁଇ ମନ୍ତ୍ରୀ ଉପସ୍ଥିତ ରହିବା ପାଇଁ କହିଥିଲେ। ଯାହାକୁ ସମର୍ଥନ ଜଣାଇ ନବୀନ ନିଜ କ୍ୟାବିନେଟର ଦୁଇ ମନ୍ତ୍ରୀଙ୍କୁ ନାମାଙ୍କନ ସମୟରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମନ୍ତ୍ରୀ ଜଗନ୍ନାଥ ସରକା ଏବଂ ମନ୍ତ୍ରୀ ଟୁକୁନି ସାହୁ ନାମାଙ୍କନପତ୍ରରେ ଦସ୍ତଖତ କରିଛନ୍ତି। ଏହି ଦୁଇ କ୍ୟାବିନେଟ୍‌ ମନ୍ତ୍ରୀ ଶୁକ୍ରବାର ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri