ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…

ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଉଲ୍ଲେଖ ରହିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଭରତପୁର ଥାନା, କ୍ରାଇମବ୍ରାଞ୍ଚ ଓ ଚନ୍ଦକା ଥାନା ମାମଲାର ତଦନ୍ତ ହେବ। ସମସ୍ତ ଅଭିଯୋଗକୁ ବିଚାରକୁ ନେଇ ତଦନ୍ତ କରିବାକୁ ସୁପାରିସ ହୋଇଛି।

ବ୍ୟକ୍ତିବିଶେଷ ଓ କର୍ତ୍ତୃପକ୍ଷଙ୍କ ଦାୟିତ୍ୱବୋଧ ତଦନ୍ତ ପରିସରଭୁକ୍ତ ହେବ। ଯଦି ଏହି ଘଟଣା ସହ ଆଉ କିଛି ଜଡ଼ିତ ଥାଏ ତେବେ କମିଶନ ତଦନ୍ତ କରିବେ। ଭବିଷ୍ୟତରେ ଯେପରି ଘଟଣାର ପୁନରାବୃତ୍ତି ନ ହେବ ସେନେଇ ପରାମର୍ଶ ଲୋଡ଼ାଯାଇଛି। ଏଥିସହ ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ନେଇ ମଧ୍ୟ ସମସ୍ତଙ୍କ ସହଯୋଗ ଲୋଡ଼ାଯାଇଛି। କମିଶନଙ୍କ ମୁଖ୍ୟାଳୟ ଭୁବନେଶ୍ବରରେ ରହିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯଦି କମିଶନ ଆବଶ୍ୟକ ମଣିବେ ତେବେ ଅନ୍ୟ ସ୍ଥାନକୁ ଯାଇ ତଦନ୍ତ କରିପାରିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri