Posted inଜାତୀୟ

ରାମ ଜନ୍ମଭୂମିର ସୁରକ୍ଷା ଆକଳନ କରିବେ ଏନ୍‌ଏସ୍‌ଜି ଟିମ୍‌

ଅଯୋଧ୍ୟା,୧୫ା୭: ଅଯୋଧ୍ୟାରେ ଜାତୀୟ ସୁରକ୍ଷା ଗାର୍ଡ (ଏନ୍‌ଏସ୍‌ଜି) ହବ୍‌ ନିର୍ମାଣ ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ହେଉଛନ୍ତି। ଏହା ପରେ ଏନ୍‌ଏସ୍‌ଜି କଣ୍ଟିଜେଣ୍ଟ ସ୍ଥାୟୀ ଭାବରେ ଏଠାରେ ନିୟୋଜିତ ହେବ। ଏ ବାବଦରେ ୧୭ ଜୁଲାଇରେ ଏନ୍‌ଏସ୍‌ଜିର ଏକ ଦଳ ଅଯୋଧ୍ୟାକୁ ଆସୁଛନ୍ତି। ଏହି ଦଳ ଅଯୋଧ୍ୟାରେ ୪ ଦିନ ରହିବେ। ଏହି ସମୟ ମଧ୍ୟରେ ସେ ରାମ ଜନ୍ମଭୂମି ଏବଂ ଏହାର ଆଖପାଖ ଅଞ୍ଚଳର ସୁରକ୍ଷା ଆକଳନ କରିବେ। ଏନ୍‌ଏସ୍‌ଜି କଣ୍ଟିଜେଣ୍ଟ ଜୁଲାଇ ୨୦ ପର୍ଯ୍ୟନ୍ତ ଅଯୋଧ୍ୟାରେ ରହିବ।

ରାମମନ୍ଦିର ନିର୍ମାଣ ପରଠାରୁ ଅଯୋଧ୍ୟାରେ ଆତଙ୍କବାଦୀ ବିପଦ ଆଶଙ୍କା ବଢ଼ିବାରେ ଲାଗିଛି। ଏହି କାରଣରୁ ବିପଦର ମୁକାବିଲା ପାଇଁ କେନ୍ଦ୍ର ସରକାର ନିରନ୍ତର ଯୋଜନା ପ୍ରସ୍ତୁତ କରୁଛନ୍ତି।

ସୂଚନାଯୋଗ୍ୟ, ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କୁ ରାମ ମନ୍ଦିରରେ ପ୍ରତିଷ୍ଠା କରାଯାଇଥିଲା। ସେବେଠାରୁ ଏଠାରେ ଭକ୍ତଙ୍କ ସଂଖ୍ୟାରେ ବହୁତ ବୃଦ୍ଧି ଘଟିଛି। ପ୍ରତିଦିନ ଏକ ଲକ୍ଷରୁ ଅଧିକ ଲୋକ ଏଠାକୁ ପରିଦର୍ଶନ କରିବାକୁ ଆସନ୍ତି। ଏହି କାରଣରୁ ଏଠାରେ ସୁରକ୍ଷା ବ୍ୟବସ୍ଥାକୁ ମଜଭୁତ କରିବାକୁ ଗୁରୁତ୍ୱ ଦିଆଯାଉଛି। ଅଯୋଧ୍ୟାରେ ଏନ୍‌ଏସ୍‌ଜିର ଏକ ହବ ନିର୍ମାଣ ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ହେଉଛନ୍ତି। ଏହି ହବ୍‌ରେ ବ୍ଲାକ୍‌ କ୍ୟାଟ କମାଣ୍ଡୋ ନିୟୋଜିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri