ମା’ ସମଲେଶ୍ୱରୀ ପୀଠରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ବରଗଡ଼ ଅଫିସ,୧୫ା୮ : ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ଧାର୍ଯ୍ୟ ଲଗ୍ନ ଅନୁଯାୟୀ, ଆସନ୍ତା ୨୨ ତାରିଖ ଶନିବାର ରାତ୍ରିର ନିଶାର୍ଦ୍ଧ ପରେ ଏବଂ ୨୩ ତାରିଖ ରବିବାର ସକାଳ ପୂର୍ବରୁ ଦେବୀଙ୍କଠାରେ ନୂଆଁଖାଇ ଭୋଗ ଲାଗି ହେବ। ସେହିପରି ଆସନ୍ତା ୨୩ ତାରିଖ ରବିବାର ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପୂର୍ବାହ୍ନ ୯. ୩୫ ଗତେ ଏବଂ ପୂର୍ବାହ୍ନ ୧୦ .୦୫ ମଧ୍ୟେ ସର୍ବସାଧାରଣ ନବାନ୍ନ ଭକ୍ଷଣ ପାଇଁ ଶୁଭପ୍ରଦ ବୋଲି ଲଗ୍ନ ଧାର୍ଯ୍ୟ ହୋଇଛି । ପଣ୍ଡିତ ଶିବ ଶଙ୍କର ଦାଶ, ଚୂଡ଼ାମଣି ରଥ, ବିଘ୍ନରାଜ ଦାଶ ପ୍ରମୁଖ ଉପସ୍ଥିତ ରହି ନୂଆଖାଇ ଲଗ୍ନ ନିରୂପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍‌ କରି ରବିବାର ଏହି ସୂଚନା...

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ।...

ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଦାୟିତ୍ୱ ନେଲେ ଶର୍ମିଷ୍ଠା ପ୍ରଧାନ

ଛତ୍ରପୁର,୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଭାବେ ଶର୍ମିଷ୍ଠା ପ୍ରଧାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା...

ବାହାଘରରେ ନାଚୁଥିବା ବେଳେ ଟଳିପଡ଼ିଲେ ଯୁବକ

ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ବାହାଘରରେ ନାଚୁ ଥିବାବେଳେ ହଠାତ୍‌ ଆସିଲା ମୃତ୍ୟୁ। ଗାଁରେ ସୃଷ୍ଟି ହେଲା ଶୋକାକୁଳ ପରିବେଶ। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଟୋଲଙ୍କପଡ଼ା ଗ୍ରାମରେ ବୁଧବାର...

ଚୋରି ପିକ୍‌ଅପ ଭ୍ୟାନ୍‌ ଉଦ୍ଧାର, ୪ ଗିରଫ

ଯୋଡ଼ା, ୨୯।୫ (ଡି.ଏନ.ଏ.)-କରୋନା ମହାମାରୀ ଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବା ବେଳେ ଚୋରମାନେ ଏହାର ଫାଇଦା ପାଇବା ଉଠାଇବା ପାଇଁ ଅଧିକ ସକ୍ରିୟ ହୋଇପଡିଛନ୍ତି।...

ମାଟ୍ରିକ ପରୀକ୍ଷାରେ ୫୦%ରୁ କମ୍‌ ସଫଳତା

ଅନୁଗୋଳ ଅଫିସ, ୧୧।୬ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ୨୦୧୯ରେ ଅନୁଷ୍ଠିତ ମାଟ୍ରିକ ପରୀକ୍ଷାରେ ୫୦ ପ୍ରତିଶତରୁ କମ୍‌ ସଫଳତା ପାଇଥିବା ବିଦ୍ୟାଳୟଗୁଡିକୁ ସ୍କୁଲ ଓ...

କାମରେ ଆସୁନି ସହାୟକ ପ୍ରାଣୀ ଚିକିତ୍ସା କେନ୍ଦ୍ର

ଦେଓଗାଁ,୧୫ା୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁରରେ ୨୦୧୫-୧୬ ଆର୍ଥିକ ବର୍ଷରୁ ନିର୍ମିତ ସହାୟକ ପ୍ରାଣୀ ଚିକିତ୍ସା କେନ୍ଦ୍ର ଏବେ ଜନୈକ ବ୍ୟକ୍ତିଙ୍କ କବ୍‌ଜାରେ ରହିଥିବା...

ସହାୟତା ଦାବି କଲେ ଘରୋଇ ଗାଡି ଚାଳକ

ସମ୍ବଲପୁର,୧୯ା୪(ବ୍ୟୁରୋ)-ଲକ୍‌ଡାଉନର ପ୍ରଭାବ ଘରୋଇ ବସ୍‌, ଟ୍ରକ, କାର ଓ ସମସ୍ତ ଚାରିଚକିଆ ଯାନ ଚଲାଇଥିବା ଡ୍ରାଇଭରମାନଙ୍କ ଉପରେ ପଡିଛି । ଗାଡି ଚଳାଚଳ ବନ୍ଦ ହେବାରୁ...

Advertisement
Archives

Model This Week