Posted inରାଜ୍ୟ

ବଢ଼ିବ ଯୁକ୍ତ୩ ସିଟ୍‌ ସଂଖ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷରେ ରାଜ୍ୟରେ ଯୁକ୍ତ୩ରେ ସିଟ୍‌ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣାପଡ଼ିଛି। ଚଳିତବର୍ଷ ଯୁକ୍ତ୨ ପାସ୍‌ ହାର ତୁଳନାରେ ରାଜ୍ୟର ପ୍ରମୁଖ ଡିଗ୍ରୀ କଲେଜଗୁଡିକରେ ଯେତିକି ସିଟ୍‌ ରହିଛି ତାହା ନିଅଣ୍ଟ ପଡିବ। ତେଣୁ ଯୁକ୍ତ୩ରେ ସିଟ୍‌ ସଂଖ୍ୟାକୁ ବୃଦ୍ଧି କରା ନ ଗଲେ ଏଥର ପିଲାମାନେ ଉଚ୍ଚଶିକ୍ଷାରୁ ବଞ୍ଚିତ ରହିବେ। ତେବେ ବର୍ତ୍ତମାନ ସୁଦ୍ଧା ଯୁକ୍ତ୨ ପରିଷଦ ପକ୍ଷରୁ କେବଳ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିବାବେଳେ ସିବିଏସ୍‌ଇ ଏବଂ ଆଇସିଏସ୍‌ଇର ରେଜଲ୍ଟ ପ୍ରକାଶ ପାଇ ସାରିଛି। ଆଗକୁ କଳା ଏବଂ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇବ। ଚଳିତ ଶିକ୍ଷା ବର୍ଷରେ ଯୁକ୍ତ୩ରେ ନାମଲେଖା ପାଇଁ ଆବେଦନକାରୀଙ୍କ ସଂଖ୍ୟା ସର୍ବାଧିକ ୨ଲକ୍ଷ ୭୫ହଜାରରୁ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। କିନ୍ତୁ ରାଜ୍ୟରେ ଯୁକ୍ତ୩ରେ ମୋଟ୍‌ ସିଟ୍‌ ସଂଖ୍ୟା ୨ଲକ୍ଷ ୪୯ହଜାର ୪୫୩ ରହିଛି। ତେଣୁ ବିଜ୍ଞାନରେ ପ୍ରାୟ ୧୫% ଏବଂ କଳାରେ ୨୦% ସିଟ୍‌ ବୃଦ୍ଧି କରିବାକୁ ଯୋଜନା ରହିଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri