ରାଜ୍ୟରେ ୨୫ ଛୁଇଁଲା ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ସଂଖ୍ୟା

ଭୁବନେଶ୍ୱର,୩୦।୫(ବ୍ୟୁରୋ): କରୋନା ପରେ ବ୍ଲାକ୍‌ ପଙ୍ଗସ୍‌ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗ ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର। ସେ କହିଛନ୍ତି, ଅନ୍ୟ ରାଜ୍ୟରେ ହଜାର ହଜାର ବ୍ଲାକ ଫଙ୍ଗସ ରୋଗୀ ଅଛନ୍ତି। କିନ୍ତୁ ରାଜ୍ୟରେ ଏହି ସଂଖ୍ୟା କମ୍‌ ରହିଛି। ବ୍ଲାକ୍‌ ଫଙ୍ଗସ ଚିକିତ୍ସା ପାଇଁ ଯେଉଁ ଇଞ୍ଜେକସନ ଦରକାର କେନ୍ଦ୍ରକୁ ମାଗିଛୁ। ଯାହା ଆସୁଛି ବଣ୍ଟା ଯାଉଛି। ଆସନ୍ତା ସପ୍ତାହକୁ ସ୍ଥିତି ସୁଧୁରିଯିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri