ବରଗଡ଼ରେ ୧୦୯ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ, ୧।୭- ବରଗଡ଼ ଜିଲାରେ ବୁଧବାର ପୁଣି ୧୨ଜଣ ନୂଆ କରୋନା (କୋଭିଡ -୧୯) ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ନୂଆ ଆକ୍ରାନ୍ତ ବରଗଡ଼ ବ୍ଳକ କଟାପାଲି କଣ୍ଟେନମେଣ୍ଟ ଜୋନ୍‌ର ଏବଂ ସେମାନଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ରହିଛନ୍ତି । ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ ହସ୍ପିଟାଲ ଏବଂ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯ରେ ପହଞ୍ଚିଛି । ସେଥିମଧ୍ୟରୁ କଟାପାଲି କଣ୍ଟେନମେଣ୍ଟ ଜୋନର ୫୩ ଆକ୍ରାନ୍ତ ରହିଛନ୍ତି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri