ବଢ଼ିପାରେ ଯୁକ୍ତ ଦୁଇ ସିଟ୍‌ ସଂଖ୍ୟା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପାସ୍‌ ହାର ତୁଳନାରେ କଲେଜରେ ସିଟ୍‌ କମ୍‌ ରହିଛି। ତେଣୁ ଆବଶ୍ୟକ ପଡ଼ିଲେ ଯୁକ୍ତ ଦୁଇ ସିଟ୍‌ ସଂଖ୍ୟା ବଢ଼ାଯାଇପାରେ ବୋଲି ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସେ କହିଛନ୍ତି, ପିଲାଙ୍କ ସଂଖ୍ୟା ଦେଖି ସିଟ୍‌ ସଂଖ୍ୟା ବଢ଼ାଯିବ। ଏନେଇ ସୋମବାର ଏକ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ସବୁ ଦିଗକୁ ଲକ୍ଷ୍ୟ କରାଯାଇ ସିଟ୍‌ ବୃଦ୍ଧି ସମ୍ପର୍କରେ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri