ଓଡ଼ିଶାରେ ୪୫ହଜାର ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ଆଜି ଚିହ୍ନଟ ହେଲେ ଆଉ ୧୭୩୪, କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୭୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୭୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୫୯ ଲୋକାଲ କେସ୍‌ ରହିଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଅନୁଗୋଳରୁ ୪, ବାଲେଶ୍ୱରରୁ ୭୩, ବରଗଡ଼ରୁ ୫୧, ଭଦ୍ରକରୁ ୫୮, ବଲାଙ୍ଗୀରରୁ ୬, କଟକରୁ ୧୭୭, ଦେବଗଡ଼ରୁ ୫, ଢ଼େଙ୍କାନାଳରିୁ ୨୯, ଗଜପତିରୁ ୮୫, ଗଞ୍ଜାମରୁ ୨୨୨, ଜଗତସିଂହପୁରରୁ ୧୨, ଯାଜପୁରରୁ ୩୮, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨୪, କନ୍ଧମାଳରୁ ୫୯, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୨୭, ଖୋର୍ଦ୍ଧାରୁ ୩୪୨, କୋରାପୁଟରୁ ୬୦, ମାଲକାନଗିରିରୁ ୫୨, ମୟୂରଭଞ୍ଜରୁ ୩୫, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୧୦୬, ନୂଆପଡ଼ାରୁ ୨୨, ପୁରୀରୁ ୫୫, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୧୪, ସୋନପୁରରୁ ୧୩, ସୁନ୍ଦରଗଡ଼ରୁ ୧୨୬ ଜଣ ଆକ୍ରାନ୍ତ ଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri