CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୦୦ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୬୭୩

ଭୁବନେଶ୍ୱର,୨୦ା୭(ବ୍ୟୁରୋ) : ସୋମବାର ପୁଣି ୬୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବା ବେଳେ ୨୨୭ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ଆକ୍ରାନ୍ତମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୩୯ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଏବଂ ଖୋର୍ଦ୍ଧାରୁ ୫୮ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୧୩, ବରଗଡ଼ ୨୨, କଟକ ୩୨, ଢେଙ୍କାନାଳ ୧୦, ଗଜପତି ୧୫, ଜଗତସିଂହପୁର ୩୬, ଯାଜପୁର ୨୮, ଝାରସୁଗୁଡ଼ା ୧୪, କନ୍ଧମାଳ ୪୪, କେନ୍ଦ୍ରାପଡ଼ା ୪, କେନ୍ଦୁଝର ୨୪, କୋରାପୁଟ ୪୧, ମାଲକାନଗିରି ୪, ମୟୂରଭଞ୍ଜ ୧, ନୟାଗଡ଼ ୪, ପୁରୀ ୪, ସମ୍ବଲପୁର ୩, ସୋନପୁର ୪, ଏବଂ ସୁନ୍ଦରଗଡ଼ରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଥିବା ବେଳେ ୧୨,୪୫୨ ସୁସ୍ଥ ହୋଇଛନ୍ତି। ୫,୫୩୩ ଚିକିତ୍ସାଧୀନ ଅଛନ୍ତି। ୯୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?