ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୫ ଚିହ୍ନଟ

ଭୁବନେଶ୍ୱର,୩୧।୧୨: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି । ଅନ୍ୟପକ୍ଷେ ଦେଶରେ ମଧ୍ୟ କରୋନା ପଜିଟିଭଙ୍କ ସଂଖ୍ୟା ବଢିଚାଲିଛି। ରାଜ୍ୟର ୧୯ ସଂକ୍ରମିତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଆକ୍ଟିଭ କେସ ସଂଖ୍ୟା ୧୮ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri