CORONAVIRUS UPDATE: ରାଜ୍ୟରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା; ୩୦ ଜିଲାରୁ ୧୮୭୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ୧୮୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଛି। ଏହି ସଂଖ୍ୟା ୫୦, ୬୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୮୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୨ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୯୪ ଲୋକାଲ କେସ୍‌ ରହିଛି।
ନୂଆ ୧୮୭୬ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯୭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୫୦, ୬୭୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫,୫୦୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩୪,୮୦୫ଜଣ ସୁସ୍ଥ ହୋଇହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri