ଆଜି ୨୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୩ା୧(ବ୍ୟୁରୋ): ରବିବାର ରାଜ୍ୟରେ ୧୯୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୩୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୯ଜଣ ଚିହ୍ନଟ ହୋଇଥିବା ବେଳେ ୮୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୪ ଏବଂ ବଲାଙ୍ଗୀରରୁ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୩, ବରଗଡ଼ ୮, ବୌଦ୍ଧ ୧, ଦେବଗଡ଼ ୧, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୨, ଯାଜପୁର ୯, ଝାରସୁଗୁଡ଼ା ୧୩, କେନ୍ଦ୍ରାପଡ଼ା ୯, କୋରାପୁଟ ୧, ଖୋର୍ଦ୍ଧା ୧୦, ମୟୂରଭଞ୍ଜ ୯, ନୟାଗଡ଼ ୧, ନୂଆପଡ଼ା ୪, ପୁରୀ ୧୩ ଏବଂ ରାୟଗଡ଼ାରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୨।

ସେହିପରି ଆଜି ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଛି କରୋନା। ଗଞ୍ଜାମ, ବଲାଙ୍ଗୀର ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୩୦୯ ରେ ପହଞ୍ଚିଥିବା ବେଳେ ୩,୨୫,୯୬୫ ଜଣ ସୁସ୍ଥ ହୋଇଛନ୍ତି। ୨୪୦୮ ଜଣ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri