କୋରାପୁଟରେ ପ୍ରତିଦିନ ୧୦୦ ଟପୁଛି କରୋନା ପଜିଟିଭ୍‌ ସଂଖ୍ୟା

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପୁଛି। ଜିଲାରେ ଶନିବାର ଆଉ ୧୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨ଟି ରିପିଟ କେସ୍‌ ରହିଛି। ତେଣୁ ବାସ୍ତବରେ ଜିଲାରୁ ୧୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩୧୬କୁ ବୃଦ୍ଧିପାଇଛି । ଚିହ୍ନଟ ୧୧୨ଜଣଙ୍କ ମଧ୍ୟରେ ୭୮ ଜଣ ପୁରୁଷ ଏବଂ ୩୪ ଜଣ ମହିଳା ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୬, ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ୪୩ ଓ ୬୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଜିଲାପାଳ ସାମାଜିକ ଦୂରତା ଅବଲମ୍ବନ କରିବା, ମାସ୍କ ପିନ୍ଧିବାକୁ ପୁନର୍ବାର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି...

ସିମନବାଡ଼ି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ: ଶିକ୍ଷକ ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ.ଏ)-କନ୍ଧମାଳ ଜିଲାରେ ଗତବର୍ଷ ମାଟ୍ରିକ ରେଜଲ୍ଟ ଭଲ ହୋଇ ନ ଥିଲା। ଏନେଇ ବିଭିନ୍ନ ବିଦ୍ୟାଳୟକୁ ରିପୋର୍ଟ ମଗା ଯାଇଥିଲା। ମାତ୍ର ପ୍ରମୁଖ ସମସ୍ୟା ଶିକ୍ଷକ...

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ...

ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଛେଣ୍ଡିପଦା,୧୩।୬(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମ ନିକଟରେ ବୁଧବାର ଏକ ଟାଟା ମ୍ୟାଜିକ-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ହିତାଧିକାରୀଙ୍କୁ ପୁନର୍ବାର ମିଳୁ ଚାଉଳ

କେନ୍ଦୁଝର,୧୬ା୨(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ୩.୨୫ କୋଟି ଗରିବ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କେଜି ଚାଉଳ ଯୋଗାଣରେ ବଞ୍ଚିତ କରାଯାଇଥିବା...

ବିଦ୍ୟୁତ୍‌ କାଟ୍‌ ଯୋଗୁ ଅନ୍ଧାରରେ ଲୋକେ

କୁଚିଣ୍ଡା,୧୭ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ବକ୍ସମା ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ଯୋଗୁ ଲୋକେ ଅନ୍ଧାରରେ ରହୁଥିବା ଅଭିଯୋଗ କରିଛନ୍ତି। ଶନିବାର ସକାଳୁ...

ବାଲ୍ୟ ବିବାହ ସୂଚନା ଦେଲେ ମିଳିବ ପୁରସ୍କାର

ଛତ୍ରପୁର,୮ା୧୨(ଡି.ଏନ.ଏ)-ବାଲ୍ୟ ବିବାହ ଏକ ବଡ଼ ସାମାଜିକ ସମସ୍ୟା ଓ କୁସଂସ୍କାର। ବାଲ୍ୟ ବିବାହ ସମ୍ପର୍କରେ ଯେ କେହି ସୂଚନା ଦେଲେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ...

ଲଘୁଚାପ ପ୍ରଭାବରେ ପାଚିଲା ଧାନ ନଷ୍ଟ

ପାରଳାଖେମୁଣ୍ଡି, ୧୧ା୧୨ (ଡି.ଏନ୍‌.ଏ): ଗଜପତି ଜିଲାରେ ଶୁକ୍ରବାର ସାରୁ ସୃଷ୍ଟି ହୋଇଥିବା ବାତ୍ୟା ‘ମାଣ୍ଡୋସ’ର ପ୍ରଭାବରେ ଝିପି ଝିପି ବର୍ଷା ଲାଗିରହିଛି। ଧାନ ଅମଳ ସମୟ...

Advertisement
Archives

Model This Week