ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୫ା୭: ଭଦ୍ରକ ଜିଲାରେ ରବିବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ସୂଚନାରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ୫୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୨ ଜଣ ସୁସ୍ଥ ହୋଇଛନ୍ତି। ୧୪୮ ଜଣ ଚିକିତ୍ସାଧୀନ। ୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri